Posted inଖେଳ

୨୦୨୨ ବିଶ୍ୱକପ୍‌ରେ ୩୨ ଟିମ୍‌

ଲାଉସେନ, ୨୩।୫(ଏଏଫ୍‌ପି)- ୨୦୨୨ କାତାରରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ୪୮ଟି ଟିମ୍‌କୁ ସାମିଲ କରିବା ନେଇ ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା କରିଥିବା ଯୋଜନାରୁ ଓହରି ଯାଇଛି। ଫଳରେ କାତାର ବିଶ୍ୱକପ୍‌ ୩୨ ଟିମ୍‌କୁ ନେଇ ଅନୁଷ୍ଠିତ ହେବ ବୋଲି ଫିଫା ସଭାପତି ଗିଆନି ଇନଫାଣ୍ଟିନୋ କହିଛନ୍ତି। ଫିଫା ପକ୍ଷରୁ କୁହାଯାଇଛି କି, ବିସ୍ତାର ଯୋଜନାକୁ ବ୍ୟାପକ ପରାମର୍ଶ ଓ ଆଲୋଚନା ପରେ ବର୍ତ୍ତମାନ ପରିସ୍ଥିତିରେ ଏ୨୦୨୨ ବିଶ୍ୱକପ୍‌ରେ ୩୨ ଟିମ୍‌
ଲାଉସେନ, ୨୩।୫(ଏଏଫ୍‌ପି)- ୨୦୨୨ କାତାରରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ୪୮ଟି ଟିମ୍‌କୁ ସାମିଲ କରିବା ନେଇ ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା କରିଥିବା ଯୋଜନାରୁ ଓହରି ଯାଇଛି। ଫଳରେ କାତାର ବିଶ୍ୱକପ୍‌ ୩୨ ଟିମ୍‌କୁ ନେଇ ଅନୁଷ୍ଠିତ ହେବ ବୋଲି ଫିଫା ସଭାପତି ଗିଆନି ଇନଫାଣ୍ଟିନୋ କହିଛନ୍ତି। ଫିଫା ପକ୍ଷରୁ କୁହାଯାଇଛି କି, ବିସ୍ତାର ଯୋଜନାକୁ ବ୍ୟାପକ ପରାମର୍ଶ ଓ ଆଲୋଚନା ପରେ ବର୍ତ୍ତମାନ ପରିସ୍ଥିତିରେ ଏହି ପ୍ରସ୍ତାବ ପାଳନ କରିବା ସମ୍ଭବ ନୁହେଁ। ଫଳରେ ମୂଳ ରୂପରେ ବର୍ତ୍ତମାନ ୩୨ ଟିମ୍‌କୁ ନେଇ କାତାର ବିଶ୍ୱକପ୍‌ ଅନୁଷ୍ଠିତ ହେବ’ ବୋଲି ଫିଫା ପକ୍ଷରୁ କୁହାଯାଇଛି। ପ୍ରକାଶଯୋଗ୍ୟ, କାତାର ବିଶ୍ୱକପ୍‌ରେ ୪୮ ଟିମ୍‌କୁ ସାମିଲ କରିବା ନେଇ ପୂର୍ବରୁ ଫିଫା ସଭାପତି ଇନ୍‌ଫାଣ୍ଟିନୋଙ୍କ ଏକ ଯୋଜନା ରହିଥିଲା।ହି ପ୍ରସ୍ତାବ ପାଳନ କରିବା ସମ୍ଭବ ନୁହେଁ। ଫଳରେ ମୂଳ ରୂପରେ ବର୍ତ୍ତମାନ ୩୨ ଟିମ୍‌କୁ ନେଇ କାତାର ବିଶ୍ୱକପ୍‌ ଅନୁଷ୍ଠିତ ହେବ’ ବୋଲି ଫିଫା ପକ୍ଷରୁ କୁହାଯାଇଛି। ପ୍ରକାଶଯୋଗ୍ୟ, କାତାର ବିଶ୍ୱକପ୍‌ରେ ୪୮ ଟିମ୍‌କୁ ସାମିଲ କରିବା ନେଇ ପୂର୍ବରୁ ଫିଫା ସଭାପତି ଇନ୍‌ଫାଣ୍ଟିନୋଙ୍କ ଏକ ଯୋଜନା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri