Posted inଜାତୀୟ

୨୦୨୨ ସୁଦ୍ଧା ଭାରତ ହେବ ଡିଜିଟାଲ ସମ୍ପନ୍ନ ଦେଶ: ଅଜିତ୍‌ ପାଇ

ଓ୍ବାଶିଂଟନ୍‌,୧୩।୬: ପ୍ରଧାନମନ୍ତ୍ରୀ ମୋଦି ସରକାର ଭାରତକୁ ପୂର୍ଣ୍ଣ ଡିଜିଟାଲ ସମ୍ପନ୍ନ ଦେଶ କରିବା ପାଇଁ ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଛନ୍ତି। ଆସନ୍ତା ୨୦୨୨ ସୁଦ୍ଧା ଏହି ଲକ୍ଷ୍ୟ ହାସଲ ହୋଇପାରିବାର ଆଶା ରହିଛି। ଏନେଇ ବରିଷ୍ଠ ଭାରତ-ଆମେରିକା ଅଧିକାରୀ ଅଜିତ୍‌ ପାଇ ସୂଚନା ଦେଇଛନ୍ତି। ଧାର୍ଯ୍ୟ ସମୟ ମଧ୍ୟରେ ଦେଶର ସମସ୍ତଙ୍କ ପାଖରେ ଇଣ୍ଟରନେଟ୍‌ ପହଞ୍ଚିଯିବାର ଲକ୍ଷ୍ୟ ରଖାଯାଇଛି। ବ୍ରୋଡ୍‌ବ୍ୟାଣ୍ଡ ନେଟ୍‌ଓ୍ବାର୍କ କ୍ଷେତ୍ରରେ ଦେଖାଦେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ସମୟରେ ଅଜିତ୍‌ ଏଭଳି ମନ୍ତବ୍ୟ ଦେଇଛନ୍ତି। ଅଗାମୀ ଦିନରେ ଦେଶର ଗ୍ରାମୀଣ ଅଞ୍ଚଳରେ ୨ ନିୟୁତ ଓ୍ବାଇ-ଫାଇ ହଟ୍‌ସ୍ପଟ୍‌ ଉପଲବ୍ଧ କରାଯିବାର ଯୋଜନା ରହିଛି। ଏହା ଦେଶର ଡିଜିଟାଲକରଣ କାର୍ଯ୍ୟକୁ ସଫଳ କରିପାରିବ ବୋଲି ଅଜିତ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri