Posted inଖେଳ

୨୦୨୪ ନିର୍ବାଚନରେ ଶଶି ଥରୁରଙ୍କୁ ପରାସ୍ତ କରିବାକୁ ଚାହୁଁଛନ୍ତି ଏହି କ୍ରିକେଟର

ଥିରୁଭାନନ୍ତପୁରମ୍‌,୩୦।୯: ୨୦୨୪ ଲୋକ ସଭା ନିର୍ବାଚନରେ ଥିରୁଭାନନ୍ତପୁରମ୍‌ ଆସନରୁ ଶଶି ଥରୁରଙ୍କୁ ପରାସ୍ତ କରିବାକୁ ଚାହୁଁଛନ୍ତି କ୍ରିକେଟର୍‌ ଶାନ୍ତାକୁମାରନ୍‌ ଶ୍ରୀସନ୍ଥ। ଆଇପିଏଲ ସ୍ପଟ ଫିକ୍ସି ମାମଲାରେ ଛନ୍ଦି ହୋଇପଡିଥିବା ଏହି କ୍ରିକେଟର ୨୦୧୬ରେ ଭାଜପା ଟିକେଟରୁ କେରଳ ଥିରୁଭାନନ୍ତପୁରମ୍‌ ବିଧାନସଭା ଆସନରୁ ନିର୍ବାଚନ ଲଢିଥିଲେ। କିନ୍ତୁ ଏଥିରେ ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏସବୁ ଭୁଲି ପୁଣି ୨୦୨୪ ନିର୍ବାଚନ ଲଢିବାକୁ ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଲେଣି ବୋଲି ଶ୍ରୀସନ୍ତ ଏକ ସାକ୍ଷାତକାରରେ କହିଛନ୍ତି। ତାଙ୍କ ଏକମାତ୍ର ଲକ୍ଷ୍ୟ ସେ ଶଶି ଥରୁରଙ୍କୁ ପରାସ୍ତ କରିବେ। ବ୍ୟକ୍ତିଗତ ଭାବେ ମୁଁ ଥରୁରଙ୍କ ପସନ୍ଦ କରେ। କିନ୍ତୁ ଭାଜପା ପ୍ରାର୍ଥୀ ଭାବେ ମୁଁ ତାଙ୍କୁ ପରାସ୍ତ କରିବି, ଏଥିରେ ସନ୍ଦେହ ନାହିଁ। ସୂଚନାଯୋଗ୍ୟ, ଶଶି ଥରୁର ଗତ ୩ ଥର ହେଲା ଥରୁଭାନନ୍ତପୁରମ ଲୋକ ସଭା ଆସନ ଜିତିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri