୨୦୨୪ ମସିହାରେ ଅଧିକ ଗରମ ହେବାର ସମ୍ଭାବନା, ଆକଳନ କଲେ ପାଣିପାଗ ବିଜ୍ଞାନୀ

ଭୁବନେଶ୍ୱର,୩୦।୧୨: ଆସନ୍ତା ବର୍ଷ ୨୦୨୪ ମସିହାରେ ଚଳିତ ବର୍ଷ ତୁଳନାରେ ଅଧିକ ଗରମ ହେବାର ସମ୍ଭାବନା ରହିଛି । ଚଳିତ ବର୍ଷ ସୃଷ୍ଟି ହୋଇଥିବା ଏଲ୍‍- ନିନୋ ଆସନ୍ତାବର୍ଷ ଏପ୍ରିଲ ମାସ ପର୍ଯ୍ୟନ୍ତ ରହିବ ବୋଲି ପାଣିପାଗ ବିଜ୍ଞାନୀମାନେ କହିଛନ୍ତି । ସୂଚନାଯୋଗ୍ୟ, ଚଳିତ ବର୍ଷ ସବୁଠାରୁ ରେକର୍ଡ ଉତ୍ତପ୍ତ ବର୍ଷ ଥିଲା । ୧୮୫୦ ମସିହା ତୁଳନାରେ ବିଶ୍ୱ ତାପମାତ୍ରା ୧ ଦଶମିକ ୧/୫ ଡିଗ୍ରୀ ବଢ଼ିଛି ।

ପାଣିପାଗ ବିଜ୍ଞାନୀମାନଙ୍କର ଆକଳନ ହିସାବରେ ପାଣିପାଗ ଅନିୟମିତତା କାରଣରୁ ଉତ୍ତାପ ବଢ଼ିବ । ଆମେରିକାର ଟେକ୍ସାସ୍‍ ବିଶ୍ୱବିଦ୍ୟାଳୟର ପାଣିପାଗ ବିଶେଷଜ୍ଞମାନଙ୍କ ମତରେ ପୃଥିବୀରେ ୧୯୮୦ ମସିହାରୁ ଆରମ୍ଭ ହୋଇଥିବା ଉତ୍ତପ୍ତିକରଣ ଗତ କିଛିବର୍ଷ ହେଲା ଅଧିକରୁ ଅଧିକ ଅନୁଭୂତ ହେବାରେ ଲାଗିଛି ।

ଅନ୍ୟପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ସପ୍ତାହ ବେଳକୁ ରାଜ୍ୟର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କୁହୁଡ଼ିର ସମ୍ଭାବନା ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?