୨୧ କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି

ପୁରୁଷୋତ୍ତମପୁର,୧୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ୨୧ ଜଣ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟମିତ ଶିକ୍ଷକ ଭାବରେ ମାନ୍ୟତା ମିଳିଛି। ଏହି ନିୟମିତ ଆଦେଶପତ୍ରକୁ ବ୍ଲକ ଶିକ୍ଷାଧିକାରୀ ହରେକୃଷ୍ଣ ପଣ୍ଡା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରଦାନ କରି ନିଷ୍ଠାପରତାର ସହ କାର୍ଯ୍ୟ କରି ପିଲାଙ୍କୁ ଉଚିତ୍‌ମାର୍ଗରେ ଗଢ଼ି ତୋଳିବା ପାଇଁ ପରାମର୍ଶ ଦେଇଥିଲେ। ଏଥିରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ପ୍ରଦୀପ କୁମାର ଆଚାରୀ, ଅବନୀ ପଟ୍ଟନାୟକ, କନିଷ୍ଠ ଶିକ୍ଷକ ସଂଘର ସଭାପତି ହେମନ୍ତ ବେହେରା, ଉପସଭାପତି ବିଘ୍ନରାଜ ମହାପାତ୍ର, କୋଷାଧ୍ୟକ୍ଷ ବିନୋଦ ବେହେରା, ଜିଲାପରିଷଦ ଶିକ୍ଷକ ସଂଘର ସଭାପତି ଇ. ରମେଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri