Posted inଫୁରସତ

୨୧ ଲକ୍ଷ ଟଙ୍କାର କାର ଏବଂ ୧୧ ଲକ୍ଷ ଯୌତୁକ ନେଲେନି ବର: ଗ୍ରହଣ କଲେ ୧୦୧ ଟଙ୍କା

କୋଟା,୧୦।୨: ବାହାଘରରେ ଜଣେ ବର ତାଙ୍କୁ ଶ୍ୱଶୁର ଘର ପକ୍ଷରୁ ମିଳିଥିବା ୨୧ ଲକ୍ଷ ଟଙ୍କାର ବିଳାସ ପୂର୍ଣ୍ଣ କାର ଏବଂ ୧୧ ଲକ୍ଷ ଟଙ୍କାର ଯୌତୁକ ନେବାକୁ ମନା କରିଛନ୍ତି। କେବଳ ୧୦୧ ଟଙ୍କା ଗ୍ରହଣ କରି ସେ ବିବାହ କରିବାକୁ ମନସ୍ଥ କରିଛନ୍ତି। ଅଜମେରର ବାସିନ୍ଦା ମୟଙ୍କ ଗୁର୍ଜରଙ୍କ ବିବାହ ଆସନ୍ତା ରବିବାର ଦିନ ସୁରଟର କନ୍ୟା ମୁକ୍ତାଙ୍କ ସହିତ ସମ୍ପନ୍ନ ହେବ। ବାହାଘର ପୂର୍ବରୁ ହୋଇଥିବା ନିର୍ବନ୍ଧରେ ବରଙ୍କୁ ଏସବୁ ଉପହାର ମିଳିବ ବୋଲି କନ୍ୟାପକ୍ଷ ସୂଚନା ଦେଇଥିଲେ। ତେବେ ଏସବୁ ନେବାକୁ ମୟଙ୍କ ଅରାଜି ହୋଇଛନ୍ତି। ସେ କେବଳ ୧୦୧ ଟଙ୍କା ଉପହାର ନେବାକୁ କହିଛନ୍ତି। ମୟଙ୍କଙ୍କ କଥାରେ ତାଙ୍କ ପିତା ରାମସୁଖ ଗୁର୍ଜର ମଧ୍ୟ ସହମତି ପ୍ରକାଶ କରିଥିଲେ। ବିନା ଯୌତୁକରେ ବୋହୂ ନେବାକୁ ସେମାନେ କହିଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri