୨୧୮୧୪ଜଣଙ୍କୁ ରନ୍ଧାଖାଦ୍ୟ ଦିଆଗଲା

ଦେବଗଡ,୬ା୪(ଡି.ଏନ.ଏ): ଦେବଗଡ ଜିଲାର ତିନୋଟି ବ୍ଲକର ୬୧ ପଞ୍ଚାୟତର ୨୩୨୨ ଏବଂ ପୌରାଞ୍ଚଳରେ ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକଙ୍କୁ ଦୈନିକ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି। ସୋମବାର ବାରକୋଟ ବ୍ଲକର ୨୪ ପଞ୍ଚାୟତରେ ୧୦୩୩ଜଣ ବୟସ୍କ ଏବଂ ୧୨୩ଜଣ ଶିଶୁ, ରିଆମାଳ ବ୍ଲକର ୨୦ ପଞ୍ଚାୟତରେ ୫୦୦ଜଣ ବୟସ୍କ ଏବଂ ୧୧୪ଜଣ ଶିଶୁ ଓ ତିଲେଇବଣି ବ୍ଲକର ୧୭ ପଞ୍ଚାୟତରେ ୪୮୬ଜଣ ବୟସ୍କ ଓ ୬୬ଜଣ ଶିଶୁଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସୋମବାର ସନ୍ଧ୍ୟା ସୁଦ୍ଧା ଜିଲାରେ ୨୧୮୧୪ଜଣଙ୍କୁ ଖାଦ୍ୟ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?