୨୨% ଗାର୍ମେଣ୍ଟ ୟୁନିଟ୍‌ ଖୋଲିଛି

ନୂଆଦିଲ୍ଲୀ,୬।୬: କରୋନା ସଂକ୍ରମଣ ଜନିତ ସମସ୍ୟାରୁ ଦେଶବାସୀଙ୍କୁ ସୁରକ୍ଷା ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଲକ୍‌ଡାଉନ ଜାରି କରିବା ସହ ପର୍ଯ୍ୟାୟକ୍ରମେ ଏହାକୁ ବୃଦ୍ଧି କରିଥିଲେ। ଏହି କଟକଣା କାରଣରୁ ଦେଶରେ ସବୁ କିଛି ବନ୍ଦ ରହିଥିଲା। ଫଳରେ ବିକାଶ ଓ ଆର୍ଥିକ ମାନ୍ଦାବସ୍ଥାର ସୁଧାର ପାଇଁ ସରକାର ମଧ୍ୟ ପର୍ଯ୍ୟାୟ କ୍ରମେ କଟକଣାରେ କୋହଳ ମନୋଭାବ ଦେଖାଇଥିଲେ। କଟକଣା କୋହଳ ହେବା କାରଣରୁ ଉପତ୍ାଦନ କ୍ଷେତ୍ର ଧୀରେ ଧୀରେ ଖୋଲିବା ଆରମ୍ଭ କରିଛି। ସରକାରଙ୍କ କଟକଣା ସହ କୋଭିଡ୍‌-୧୯ ଗାଇଡ୍‌ଲାଇନ ଅନୁସାରେ ଗାର୍ମେଣ୍ଟ ୟୁନିଟ ଗୁଡିକ ଖୋଲିଛି। ମେ’ଶେଷ ସୁଦ୍ଧା ଦେଶର ପୋଷାକ ଶିଳ୍ପ ୨୨% ୟୁନିଟ ଉପତ୍ାଦନ ଆରମ୍ଭ କରିଛନ୍ତି। ପ୍ରତି ୟୁନିଟ ପ୍ରାୟତଃ ୨୫% କ୍ଷମତା ସହ କାର୍ଯ୍ୟ କରୁଛି। ଏହିସବୁ କମ୍ପାନୀର କର୍ମଚାରୀମାନେ ସାମାଜିକ ଦୂରତା ଓ ମାସ୍କ ବ୍ୟବହାର କରି କାମ କରୁଛନ୍ତି। ବିଭିନ୍ନ ୟୁନିଟ କୋଭିଡ୍‌-୧୯ ସାମଗ୍ରୀ ଯଥା ମାସ୍କ,ଗ୍ଲୋବ୍ସ,ପିପିଇ କିଟ୍‌ ଆଦି ଉପତ୍ାଦନ କରୁଥିବା ଗାର୍ମେଣ୍ଟ କମ୍ପାନୀ କହିଛନ୍ତି। ସରକାରଙ୍କ କରୋନା କଟକଣା କୋହଳ ପରେ ଉପତ୍ାଦନ କ୍ଷେତ୍ର ଖୋଲିବା ଆରମ୍ଭ କରିଛନ୍ତି। ଫଳରେ ପୋଷାକ ଶିଳ୍ପ ପ୍ରତି ଦେଖାଦେଇ ଥିବା ଦୁଶ୍ଚିନ୍ତା ଧୀରେ ଧୀରେ ଅନ୍ତ ହେଉଛି। ଏହା ସହ ଅର୍ଥନୀତି’ର ଅଭିବୃଦ୍ଧି ମଧ୍ୟ ଧିରେ ଧିରେ ବୃଦ୍ଧି ପାଉଛି ବୋଲି କ୍ଲଥିଙ୍ଗ୍‌ ମାନୁଫ୍ୟାକ୍‌ଚରିଂ ଆସୋସିଏଶଏନ ଅଫ ଇଣ୍ଡିଆ ମତ ପ୍ରକାଶ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri