୨୨ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ବ୍ୟବସାୟୀ ଗିରଫ

ଖୋର୍ଦ୍ଧା ଅଫିସ, ୧।୧୧: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡ ଖୋର୍ଦ୍ଧା ସହରର ସ୍ବପ୍ବେଶ୍ୱର ସାହି ଉପରେ ଶୁକ୍ରବାର ଚଢ଼ାଉ କରି ୨୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ମହିଳା ବ୍ରାଉନସୁଗାର ବ୍ୟବସାୟୀ ଲକ୍ଷ୍ମୀପ୍ରିୟା ପରିଡା ଓରଫ ବବିତା(୪୨)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ପରେ ବବିତାଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ପଠାଇ ଦିଆଯାଇଛି। ଏ ନେଇ ନଂ. ୪୮/୨୦୧୯-୨୦ରେ ଏନଡିପିଏସ୍‌ ମକଦ୍ଦମା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri