୨୨ ବର୍ଷ ହେଲା ମୋ ଜୀବନରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଯାଇଛି: ଅଜୟ ଦେବ୍‌ଗନ

କରୋନାକୁ ନେଇ ସମଗ୍ର ବିଶ୍ୱ ଏବେ ଚିନ୍ତାରେ। ଲକ୍‌ଡାଉନ୍‌ ପାଇଁ ପ୍ରାୟ ସମସ୍ତେ ଏବେ ଘରେ ସମୟ ବିତାଉଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ କଳାକାର। ସେମାନେ ଘରେ ରହିବା ସହ ଲକ୍‌ଡାଉନ୍‌ରେ କିପରି ସମୟ କାଟୁଛନ୍ତି ସେ ନେଇ ସୋସିଆଲ ମିଡିଆରେ ପ୍ରଶଂସକଙ୍କୁ ଭିଡିଓ ଶେୟାର କରୁଛନ୍ତି। ଏହି କ୍ରମରେ ଅଭିନେତା ଅଜୟ ଦେବଗନ୍‌ ଅଭିନେତ୍ରୀ ସ୍ତ୍ରୀ କାଜୋଲଙ୍କ ସହ ନିଜର ଏକ ଫଟୋ ଇନ୍‌ଷ୍ଟ୍ରାଗ୍ରାମ୍‌ରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପ୍ସନ ଲେଖିଛନ୍ତି ଏମିତି ଲାଗୁଛି ଲକ୍‌ଡାଉନ୍‌ ଆରମ୍ଭ ହେବା ୨୨ ବର୍ଷ ହୋଇଯାଇଛି। ତେବେ ଅଜୟ ଶେୟାର କରିଥିବା ଏହି ଫଟୋ ଓ କ୍ୟାପ୍ସନକୁ ପ୍ରଶଂସକ ବେସ୍‌ ପସନ୍ଦ କରିବା ସହ ନିଜର ଭିନ୍ନ ଭିନ୍ନ ମତ ମଧ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri