୨୨୦ ପେଟି ବିଦେଶୀ ମଦ ଜବତ, ଅଭିଯୁକ୍ତ କୋର୍ଟ ଚାଲାଣ

ରମ୍ଭା,୨୨।୪: ୧୬ ନମ୍ବର ଜାତୀୟ ରାଜପଥରେ ରମ୍ଭା ପୋଲିସ ଯାନବାହାନ ଯାଞ୍ଚ ସମୟରେ ବ୍ରହ୍ମପୁରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ଟ୍ରକରୁ ବିଦେଶୀ ମଦ ଜବତ କରାଯାଇଛି। ଏକ ଟାଟା ଦଶ ଚକିଆ ଟ୍ରକ୍‌(ଓଡି – ୦୨, ଏଭି -୫୮୦୮)ରୁ ୨୨୦ ପେଟି ପ୍ରାୟ ୧୬ ଲକ୍ଷ ଟଙ୍କା ମୂଲ୍ୟର ବିଦେଶୀ ମଦ ଜବତ ହୋଇଥିବା ରମ୍ଭା ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସୂଚନା ଦେଇଛନ୍ତି। ଏହି ଯାଞ୍ଚରେ ହୁମ୍ମା ଫାଣ୍ଡି ଅଧିକାରୀ ଦେବଦତ୍ତ ପ୍ରିୟଦର୍ଶୀ ମଧ୍ୟ ସହଯୋଗ କରିଥିଲେ। ଅଭିଯୁକ୍ତ ଗାଡି ମାଲିକ ଓ ଡ୍ରାଇଭର ସୁଦର୍ଶନ ବାରିକଙ୍କୁ ଗିରଫ କରାଯାଇ କେସ ନଂ -୧୫୮/୨୦୨୨ରେ ମାମଲା ରୁଜୁ କରାଯାଇଛି। ଶୁକ୍ରବାର ଉକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri