Posted inଜାତୀୟ

୨୩ରେ କର୍‌ତାରପୁର କରିଡର ଚୁକ୍ତି: ସେବା ଟିକସ ହଟାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୨ା୧୦(ପି.ଟି.):କର୍‌ତାରପୁର କରିଡର କାର୍ଯ୍ୟକାରିତା ଲାଗି ୨୩ ତାରିଖରେ ପାକିସ୍ତାନ ସହ ଚୁକ୍ତିନାମା ସ୍ବାକ୍ଷର ପାଇଁ ଭାରତ ପ୍ରସ୍ତୁତ ଥିବା ସୋମବାର କହିଛି। ତେବେ ତୀର୍ଥଯାତ୍ରୀଙ୍କ ଉପରେ ୨୦ ଡଲାର ସେବା ଟିକସ ବସାଇବାକୁ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ପୁନର୍ବିଚାର କରିବାକୁ ନୂଆଦିଲ୍ଲୀ କହିଛି। ଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମବାର୍ଷିକୀ ଅବସରରେ କର୍‌ତାରପୁର ସାହିବ୍‌ କରିଡର ଉଦ୍‌ଘାଟନ ହେଉଥିବାରୁ ଭାରତ ଓ ଅନ୍ୟ ଦେଶରୁ ତୀର୍ଥଯାତ୍ରୀମାନେ ସେଠାକୁ ଯିବାର ସୁଯୋଗ ପାଇବେ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୨୦ ଡଲାର ସେବା ଟିକସ ଧାର୍ଯ୍ୟ କରିବାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏଭଳି ଟିକସ ନ ଲଗାଇବା ପାଇଁ ସରକାର ପାକିସ୍ତାନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri