୨୪ ଘଣ୍ଟାରେ ବିଶ୍ୱରେ ପ୍ରାୟ ୨ ଲକ୍ଷ ବଢ଼ିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ କରୋନା ମହାମାରୀ କବଳରେ। ଶୁକ୍ରବାର ସୁଦ୍ଧା ୨୧୦ ଦେଶ ଏବଂ ୨ ଜାହାଜରେ ଏହା ପହଞ୍ଚିଛି। ଗୁରୁବାର କରାଯାଇଥିବା ଆକଳନ ଅନୁଯାୟୀ ଏଥିରେ ୨୦ ଲକ୍ଷ ୮୯ ହଜାର ୨୩୭ଜଣ ଆକ୍ରାନ୍ତ ହୋଇଥିବା ବେଳେ ଶୁକ୍ରବାର ଏହା ପ୍ରାୟ ୨ ଲକ୍ଷ ଅଧିକ ହୋଇ ୨୧ ଲକ୍ଷ ୯୨ହଜାର ୫୬୯ରେ ପହଞ୍ଚିଛି। ଭାରତରେ ଗୁରୁବାର ମଧ୍ୟରାତ୍ର ସୁଦ୍ଧା ୧୩,୩୮୭ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେଥିରୁ ସୁସ୍ଥ ହୋଇ ୧,୭୪୮ଜଣ ଡିସ୍‌ଚାର୍ଜ ହୋଇଥିବା ବେଳେ ୧୧,୨୦୧ ଆକ୍ଟିଭ କେସ୍‌ ରହିଛନ୍ତି। ସେଥିରୁ ୪୩୭ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ଓଡ଼ିଶାରେ ମଧ୍ୟରାତ୍ର ପର୍ଯ୍ୟନ୍ତ ୭,୫୭୭ଟି ନମୁନା ପରୀକ୍ଷା ରିପୋର୍ଟ ମିଳିଛି। ସେଥିରେ ୬୦ ପଜିଟିଭ,୧୯ଜଣ ସୁସ୍ଥ, ୪୧ ସଂକ୍ରିୟ ଥିବା ସଂକ୍ରମିତ ରହିଛନ୍ତି। ତେବେ ପୂର୍ବଭଳି ୧ ମୃତ ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri