୨୪ ଘଣ୍ଟାରେ ୯ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଲା

ନୂଆଦିଲ୍ଲୀ,୫।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୮୫୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨.୨୫ ଲକ୍ଷ ଟପିଛି। ସେହପରି ୨୪ ଘଣ୍ଟାରେ ଦେଶରେ ୨୭୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫ ହଜାର ୩୫୫ ଜଣ ସୁସ୍ଥ ହୋଇଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୨ ଲକ୍ଷ ୨୬ ହଜାର ୭୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୯ ହଜାର ୪୬୨ଜଣ ସୁସ୍ଥ ହୋଇଥିବା ବେଳେ ୬ ହଜାର ୩୪୮ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୧ ଲକ୍ଷ ୧୦ ହଜାର ୯୬୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ୨ ହଜାର ୭୧୦ ଲୋକଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୭୭ ହଜାର ଟପିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭॥୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri