୨୫ କିମି ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଲେ ଶକ୍ତି ମନ୍ତ୍ରୀ

ଜୁନାଗଡ଼,୪।୬(ଡି.ଏନ୍‌.ଏ.)-ଜୁନାଗଡ଼ ବିଧାୟକ ତଥା ଶକ୍ତି ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ୨୫ କି.ମି. ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଇଛନ୍ତି ା ସାଇକେଲ ଚଳାଇବାର ଉପକାରିତା ଓ ଏଥିପ୍ରତି ଆଗ୍ରହ ସୃଷ୍ଟି ପାଇଁ ମନ୍ତ୍ରୀ ମିଶ୍ର ଗୁରୁବାର ସକାଳେ ଭବାନୀପାଟଣାସ୍ଥିତ ନିଜ ବାସଭବନରୁ ସାଇକେଲ ଚଳାଇ ୨୫ କିମି ଦୂର ଜୁନାଗଡ ସହରକୁ ଆସିଥିଲେ ା ପ୍ରଥମେ ସେ ବିଜୁପଟ୍ଟନାୟକ ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଲୋକଙ୍କ ସହ ବ୍ୟାଡମିଣ୍ଟନ ଖେଳିଥିଲେ। ପରେ ସହରର ବିଭିନ୍ନ ଲୋକଙ୍କୁ ସାକ୍ଷାତ କରି ସେମାନଙ୍କ ସମସ୍ୟା ବୁଝିଥିଲେ। ଶ୍ରମିକ ଓ ଦିନମଜୁରିଆମାନେ ନିଜ ଗୁଜୁରାଣ ମେଣ୍ଟାଇବା ପାଇଁ ପ୍ରତିଦିନ ସାଇକେଲରେ ନିଜ କର୍ମକ୍ଷେତ୍ରକୁ ଯାଇଥାନ୍ତି। ସେଥିପାଇଁ ମନ୍ତ୍ରୀ ବିଶ୍ୱ ସାଇକେଲ ଦିବସ ଉପଲକ୍ଷେ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?