ରେମୁଣା, ୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଶେରଗଡ ଟୋଲଗେଟ୍ଠାରେ ପୋଲିସ ଏକ କାର୍ ତନଖି କରି ସେଥିରୁ ୨୫ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। କାର୍ରେ ଥିବା ଡ୍ରାଇଭରଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ୫୪ହଜାର ଟଙ୍କା ଜବତ କରାଯାଇଛି। ଗିରଫ ବ୍ୟକ୍ତିମାନେ ହେଲେ ଶେକ୍ ରସତୋଲା, ଡ୍ରାଇଭର କୃଷ୍ଣଚନ୍ଦ୍ର ପ୍ରଧାନ, କାର୍ତ୍ତିକ ମହାପାତ୍ର, ନରସିଂହ ସାମନ୍ତରାୟ, ରାଜକୁମାର ଗୋସ୍ବାମୀ। ଏନେଇ ଖନ୍ତାପଡା ଥାନାରେ ମାମଲା(ନଂ ୩୫୦/୧୯) ରୁଜୁ କରାଯାଇ ତଦନ୍ତ କରାଯାଉଛି ବୋଲି ଖନ୍ତାପଡା ଥାନା ଅଧିକାରୀ ଶ୍ରୀବଲ୍ଲଭ ସାହୁ କହିଛନ୍ତି। ଏହି କାର୍ ଜଳେଶ୍ୱରରୁ ପୁରୀ ଯାଉଥିବା ଥାନା ଏସ୍ଆଇ କେ.ପିଙ୍ଗୁଆ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…
ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…
ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…
ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା
ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

