୨୫ ଯୁବକଙ୍କୁ ମିଳିଲା ରାଜ୍ୟ ସରକାରଙ୍କ ସହାୟତା

ବ୍ରହ୍ମପୁର ଅଫିସ,୩୧ା୫-ଆଇଟିଆଇର ବିଭିନ୍ନ ଟ୍ରେଡରେ ଅଧ୍ୟୟନ କରି ନିଜକୁ ସ୍ବାବଲମ୍ବୀ କରିବା ସହ ଅନ୍ୟ ପାଇଁ ରୋଜଗାର କରୁଥିବା ଯୁବ ବର୍ଗଙ୍କୁ ରାଜ୍ୟ ସରକାର ସହାୟତାର ହାତ ବଢାଇଛନ୍ତି। ଓଡିଶା ସ୍କିଲ ଡେଭଲପମେଣ୍ଟ ବିଭାଗ ଅଧୀନରେ ନାନୋ ୟୁନିକୋନ ନାମକ କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ଉଦ୍ୟୋଗୀ ଯୁବ ବର୍ଗଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ତେବେ ବ୍ରହ୍ମପୁର ଆଇଟିଆଇରୁ ଅଧ୍ୟୟନ କରି ସ୍ବରୋଜଗାର ସହ ନିଯୁକ୍ତି ସୁଯୋଗ ସୃଷ୍ଟି କରିଥିବା ୨୫ ଛାତ୍ରୀ ଛାତ୍ରଙ୍କୁ ରାଜ୍ୟ ସରକାର ଏହି ସହାୟତା ଦେଇଛନ୍ତି। ଏହି ଅବସରରେ ଗୁରୁବାର ବ୍ରହ୍ମପୁର ଆଇଟିଆଇ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଆଇଟିଆଇର ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନ ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ଅଧ୍ୟକ୍ଷତା କରି ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ପାଇଥିବା ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କଠାରୁ ସହାୟତା ପାଇଥିବା ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri