୨୫ ରାଉଣ୍ଡ: ଭଦ୍ରକ ଲୋକ ସଭାରେ ବିଜେଡି ଆଗୁଆ

ଭଦ୍ରକ ଅଫିସ, ୨୩।୫ – ୨୫ ରାଉଣ୍ଡ ସୁଦ୍ଧା ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ ରହିଛି। ବିଜେଡି ୨,୫୨, ୬୮୩, ଭାଜପା ୨,୩୫,୬୧୩ ଓ କଂଗ୍ରେସ ୧,୧୭, ୬୭୨ ଖଣ୍ଡ ଭୋଟ ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ସବ୍‌-ରେଜିଷ୍ଟ୍ରାର, ଚାକିରି ଜୀବନ ଆରମ୍ଭରୁ ଦୁର୍ନୀତି ପଙ୍କରେ…

ବାଲିଆପାଳ,୬ା୧୧: ଜମି ପଞ୍ଜୀକରଣ ପାଇଁ ଲାଞ୍ଚ ନେବା ମହିଳା ଅଧିକାରୀଙ୍କୁ ପଡ଼ିଛି ଭାରି। ସାଧାରଣ ଲୋକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ…

ଯୋଗାଣ ବିଭାଗର ଚଢ଼ାଉ: ଯାତ୍ରୀବାହୀ ବସ୍‌ରୁ ଜବତ ହେଲା ଗ୍ୟାସ ଭର୍ତ୍ତି ସିଲିଣ୍ଡର

ବସ୍ତା,୫ା୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଗାନ୍ଧୀ ଛକଠାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଯୋଗାଣ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଛି। ଏହି ଚଢ଼ାଉରେ ବାଲିଆପାଳରୁ…

ପର୍ଯ୍ୟଟକଙ୍କ ପାଇଁ ଖୁସିଖବର: ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି, ୪।୧୧ (ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ଅପେକ୍ଷାର ଅନ୍ତ ଘଟିଛି। ବୁଧବାରଠାରୁ ୨୦୨୬-୨୭ ପର୍ଯ୍ୟଟନ ଋତୁ ପାଇଁ ଖୋଲିଛି କୁଲଡିହା ଅଭୟାରଣ୍ୟ। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?