୨୫ରେ ଲଘୁଚାପ: ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୭(ଅନିଲଦାସ): ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୋମବାର ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଉକ୍ତ ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା ନେଇ ପାଣିପାଗ ବିଜ୍ଞାନୀ ଆଶଙ୍କା ବ୍ୟକ୍ତ କରିଛନ୍ତି। ଲଘୁଚାପ ପ୍ରଭାବରେ ମଙ୍ଗଳବାର ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ଆଶା କରାଯାଉଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତ୍‌ସିଂହପୁର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ପାଇଁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୬ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri