୨୬ ବାଇକ୍‌ ଜବତ

ଯୋଡା, ୧।୪(ଡି.ଏନ.ଏ.)-ଲକଡାଉନ କଟାକଣାକୁ ଉଲ୍ଲଂଘନ କରି ବିନା କାରଣରେ ଯୋଡ଼ା ସହରରେ ବୁଲୁଥିବା ୨୬ଟି ବାଇକ୍‌କୁ ପୋଲିସ ଜବତ କରିଛି। ଗତ ଶନିବାର ମଧ୍ୟ ଯୋଡା ପୋଲିସ ୨୯ ବାଇକ ଜବତ କରିଥିଲା ା ତେବେ ଜବତ ହୋଇଥିବା ବାଇକ୍‌ ଗୁଡିକୁ ଲକଡାଉନ୍‌ ଉଠିବା ପରେ କାଗଜପତ୍ର ଯାଞ୍ଚ କରି ଛାଡିଦିଆଯିବ ବୋଲି ଯୋଡ଼ା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର…

ଚେକ୍‌ ବାଉନ୍ସ ମାମଲା: ଦୁଇଗୁଣା ଅର୍ଥ ଦେବାକୁ ନିର୍ଦ୍ଦେଶ ଦେଇ କୋର୍ଟ କହିଲେ ଅଭିଯୁକ୍ତଙ୍କୁ…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି ଭିୟେନା ନାୟକ ଏକ ଚେକ୍‌ ବାଉନ୍ସ ମାମଲା ବିଚାର କରି ଅଭିଯୁକ୍ତ ରଞ୍ଜନ ସ୍ବାଇଁଙ୍କୁ ଏକ ବର୍ଷ କାରାଦଣ୍ଡ…

ଜନଗଣନାକୁ ନେଇ ବିବାଦରେ ନୂଆମୋଡ଼, ସପକ୍ଷବାଦୀ-ବିପକ୍ଷବାଦୀ ମୁହାଁମୁହିଁ

ଗଜପତି,୯ା୫(ଗିରିଧାରୀ ପରିଚ୍ଛା): ସୀମାନ୍ତ ଗଙ୍ଗାବାଡ଼ ପଞ୍ଚାୟତରେ ଜନଗଣନାକୁ ନେଇ ବିବାଦରେ ନୂଆମୋଡ଼ ଆସିଛି। ଓଡ଼ିଶା ଜନଗଣନା ଅଧିକାରୀଙ୍କୁ ବିରୋଧ କରୁଛନ୍ତି ଆନ୍ଧ୍ର ସପକ୍ଷବାଦୀ ଲୋକ। ଗାଁରେ ରହୁଥିବା…

କୋଦଳା ବାଲି ଢ଼ାବା ନିକଟରେ ବଡ଼ ଦୁର୍ଘଟଣା; ଯାତ୍ରୀବାହୀ ବସ୍- ଟ୍ରକ ମୁହାମୁହିଁ ଧକ୍କା, ୧୫…

ଖଲ୍ଲିକୋଟ,୯ା୫(ପ୍ରଶାନ୍ତ କୁମାର ମିଶ୍ର): କୋଦଳା ଥାନା ବାଲି ଢ଼ାବା ନିକଟରେ ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ ମୁହାମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୧୫ରୁ…

ସ୍ତ୍ରୀ-ସ୍ବାମୀଙ୍କୁ ଧକ୍କା ଦେଇ ଫେରାର ମାରୁଥିଲା କାର୍‌, ବାଟରେ ହେଲା ଚକା ପଙ୍କଚର, ଆଉ ତା’ ପରେ…

କଲ୍ୟାଣସିଂହପୁର,୯ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗର ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତଗତିରେ ଆସୁଥିବା ଏକ କାର୍‌ ବାଇକ୍‌କୁ…

ବିଜେଡି ଉପାଧ୍ୟକ୍ଷଙ୍କ ଅଶାଳୀନ ମନ୍ତବ୍ୟର ଅଡ଼ିଓ ଭାଇରାଲ: ଭାଜପା ମହଲରେ ଅସନ୍ତୋଷ

ହାଟଡିହୀ,୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ବିଜେଡି ଉପାଧ୍ୟକ୍ଷ ଭାଜପା ଦଳ ବିରୋଧରେ ଅଶାଳୀନ ମନ୍ତ୍ରବ୍ୟ ଦେବା ତଥା ଅଶ୍ଳୀଳ ଭାଷାରେ ଗାଳି ଦେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri