୨୭ ଚକ ନିର୍ମାଣ ଶେଷ

ପୁରୀ ଅଫିସ,୧ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତୁମ୍ବ କାମ ସରିବା ପରେ ଚକ ନିର୍ମାଣ ଚାଲିଛି। ଶୁକ୍ରବାର ସୁଦ୍ଧା ୨୭ ଚକ ନିର୍ମାଣ ଶେଷ ହୋଇଛି। ତିନିରଥ ଲାଗି ମୋଟ ୪୨ଟି ଚକ ତିଆରି ହେବ। ସେଥିମଧ୍ୟରୁ ନନ୍ଦିଘୋଷ ଲାଗି ୧୬ଟି, ତାଳଧ୍ୱଜର ୧୪ଟି ଏବଂ ଦର୍ପଦଳନ ରଥ ଲାଗି ୧୨ଟି ଚକ ତିଆରି କରାଯିବ। ଭଉଁରୀ ଦିନ ତିନି ରଥର ଦୁଇଟି ଲେଖାଏଁ ଚକାଡେରା ନୀତି ସମ୍ପନ୍ନ ହୋଇଛି। ଏହା ପର ଠାରୁ ଚକ ନିର୍ମାଣ କାମ ଯୋରସୋରରେ ଚାଲିଛି। ବର୍ତ୍ତମାନ ସୁଦ୍ଧା ନନ୍ଦିଘୋଷ ରଥର ୧୦, ତାଳଧ୍ୱଜର ୯ ଏବଂ ଦର୍ପଦଳନ ରଥର ୮ଟି ଚକ ତିଆରି ସରିଛି। ରଥଖଳାରେ ମୁହଁ।ଟ, ପାର୍ଶ୍ୱ ମୁହଁ।ଟ ହଣାଯାଇ ସାଇତି ରଖାଯାଇଛି। ତିନି ରଥର ୨ଟି ଲେଖାଏଁ ଚଉତା କାଠ ପଡିଛି। ଜନ୍ତାଗାଢରେ ସିଙ୍ଗଡା ବାଡିଆ ଚାଲିଛି ବୋଲି ଭୋଇ ସର୍ଦ୍ଧାର ରବି ଭୋଇ କହିଛନ୍ତି। ସେହିପରି ଦୋଳବେଦୀ ସ୍ଥିତ ଅସ୍ଥାୟୀ କମାର ଶାଳରେ କମାର ସେବକ ମାନେ ଲୁହା କଣ୍ଟା ପ୍ରସ୍ତୁତ କରୁଛନ୍ତି। ନୃସିଂହ ଚତୁଃଦ୍ଦର୍ଶୀଠାରୁ ରୂପକାର ସେବକ ରଥଖଳାରେ ଯୋଗଦାନ କରିଛନ୍ତି। ରୂପକାର ସେବକ କଣଗୁଜ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଏମିତି କହିଲେ ସଂତୃପ୍ତ

ଭୁବନେଶ୍ୱର,୨୮।୨: ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା…

ଇସ୍ରାଏଲ ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଦେବ ଚାକିରି? ମୋଦି-ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ/ଜେରୁଜେଲମ,୨୮।୨: ଭାରତ ଏବଂ ଇସ୍ରାଏଲ ଗୁରୁବାର (୨୬ ଫେବୃଆରୀ) ରାଜି ହୋଇଛନ୍ତି ଯେ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୫୦,୦୦୦ ପର୍ଯ୍ୟନ୍ତ ଅଧିକ ଭାରତୀୟ ଶ୍ରମିକ ଇସ୍ରାଏଲକୁ…

ଲାଞ୍ଚ ମାମଲା: ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ୩ବର୍ଷ ଜେଲ

ଭବାନୀପାଟଣା,୨୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ଜଳଛାୟା ପ୍ରକଳ୍ପ -୧ର ପୂର୍ବତନ ପ୍ରକଳ୍ପ କାର୍ଯ୍ୟକାରୀ କର୍ତ୍ତୃପକ୍ଷ ତଥା କନିଷ୍ଠ ମୃତ୍ତିକା ସଂରକ୍ଷଣ ଅଧିକାରୀ ଅମର କୁମାର…

କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ

ଖଡ଼ିଆଳ,୨୮ା୨ (ସୁଜିତ କୁମାର ପ୍ରଧାନ): ସୂଚନା କର୍ମୀ ରୂପେ ପରିଚିତ ନୂଆପଡ଼ା ଜିଲା ଖଡିଆଳ ବ୍ଲକ କୁସମାଲ ଗ୍ରାମର କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ…

ନବଜାତ ଶିଶୁକନ୍ୟାକୁ ବୁଦାମୂଳେ ଫିଙ୍ଗିଦେଲେ, କାନ୍ଦଶୁଣି ଆଶାକର୍ମୀ କଲେ ଏମିତି କାମ…

ମୋରଡ଼ା,୨୮ା୨(ସ୍ମାରକ ମାଜୀ): ପୁଣି ଅଲୋଡ଼ା ହୋଇଛି ଶିଶୁକନ୍ୟା। ଏକ ନବଜାତ ଶିଶୁକନ୍ୟାକୁ କେହି ବୁଦାମୂଳରେ ଫିଙ୍ଗି ଦେଇଥିବାବେଳେ କାନ୍ଦ ଶୁଣି ଶନିବାର ଉଦ୍ଧାର କରିଛନ୍ତି ଆଶାକର୍ମୀ। ମୟୂରଭଞ୍ଜ…

ହୋଲିରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା! ସତର୍କ ସୂଚନା ଜାରି କଲା ଆଇଏମଡି

ନୂଆଦିଲ୍ଲୀ,୨୮।୨: ଉତ୍ତର-ପଶ୍ଚିମ ଭାରତର ଅଧିକାଂଶ ରାଜ୍ୟରେ ପ୍ରବଳ ଗରମ ହେବାକୁ ଯାଉଛି। ମାର୍ଚ୍ଚ ମାସ ଆରମ୍ଭରୁ ଅନେକ ରାଜ୍ୟର ଲୋକମାନେ ଗରମ ଅନୁଭବ କରିବେ। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri