୨୭ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୨୭ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖାରବେଳ ଭବନରେ ଭିଡିଓ କନ୍‌ଫରେନ୍ସିଂ ଯୋଗେ ସେ ଏହା କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିବା ବେଳେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ୨୭ଟି ପ୍ରକଳ୍ପରେ ମୋଟ ୮୩୯୩ କୋଟି ପୁଞ୍ଜିନିବେଶ କରାଯାଇଥିବା ବେଳେ ୧୨,୧୪୨ଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri