୨୮୫୦ ଫଟୋ ପୋଷ୍ଟ ଲାଗି ରାଜେନ୍ଦ୍ରଙ୍କୁ ମୋବାଇଲ ଉପହାର

ସିମୁଳିଆ, ୨୭।୭(ଡି.ଏନ.ଏ.)- ଓଡ଼ିଶାର ଗ୍ରାମାଞ୍ଚଳ ସମେତ ବିଭିନ୍ନ ଅଞ୍ଚଳର ଫଟୋ ଉଠାଇ ଇନ୍‌ଷ୍ଟାଗ୍ରାମ ଓ ଫେସ୍‌ବୁକ ପରି ସୋସିଆଲ ମିଡ଼ିଆରେ ପ୍ରଚାର କରିବା ଯୋଗୁ ରାଜେନ୍ଦ୍ର କୁମାରଙ୍କୁ ଗୁଗଲ ପିକ୍ସସେଲ  ମୋବାଇଲ ଉପହାର ଦେଇଛି। ରାଜେନ୍ଦ୍ର ଇନ୍‌ଷ୍ଟାଗ୍ରାମରେ ୧୮ଶହ ୫୦ ଓ ଫେସ୍‌ବୁକରେ ୧ହଜାର ଫଟୋ ଫୋଷ୍ଟ କରିଛନ୍ତି।
ତାଙ୍କ ଘର ସିମୁଳିଆ  ଜିଲା ସିମୁଳିଆ ବାଲେଶ୍ୱର ବ୍ଲକ ବଣା ଅଞ୍ଚଳରେ। ତାଙ୍କ ବଡ଼ପୁଅ ମୁମ୍ବାଇରେ, ପତ୍ନୀ ଓ ସାନପୁଅ ହାଇଦ୍ରାବାଦରେ ଚାକିରି କରୁଥିବାବେଳେ ଗାଁର ଆକର୍ଷଣ ଯୋଗୁ ରାଜେନ୍ଦ୍ର ଏଠାରେ ଏକା ରହନ୍ତି। ତେବେ ସାଇକେଲ ଧରି ବିଭିନ୍ନ ଅଞ୍ଚଳରେ ବୁଲିବା ସହିତ ଲୋକ ସମ୍ପର୍କ ସୃଷ୍ଟି କରିବା, ସ୍କୁଲ କଲେଜ ବୁଲି ସଚେତନତା ସୃଷ୍ଟି କରିବା ସହିତ ବିଭିନ୍ନ ସମାଜସେବା କରନ୍ତି। ତେବେ ମୁମ୍ବାଇର ଏକ ଫଟୋ କମ୍ପାନୀର ମାଲିକ ଜୋସେଫ  ରାଜେନ୍ଦ୍ରଙ୍କ ସହିତ ଯୋଗାଯୋଗ କରି ଗୁଗଲ କମ୍ପାନୀକୁ ପଠାଇବା ପରେ ଗୁଗଲ କମ୍ପାନୀ ତାଙ୍କୁ ଅଧିକ ଫଟୋ ଉଠାଇବା ଉଦ୍ଦେଶ୍ୟରେ ମୋବାଇଲ ପ୍ରଦାନ କରିଛି। ପ୍ରତ୍ୟେକ ଦିନ ପ୍ରାୟ ରାଜେନ୍ଦ୍ର ୨ଟି ଫଟୋ ପୋଷ୍ଟ କରୁଥିବା କହିଛନ୍ତି। ସୂଚନା ଯେ, ରାଜେନ୍ଦ୍ରଙ୍କ ସମାଜସେବା ସମ୍ପର୍କରେ ‘ଧରିତ୍ରୀ’ରେ  ‘ଜୀବନଯାତ୍ରାରେ ପଥରେ ସାଲିସବିହୀନ ଯୋଦ୍ଧା’ ଶୀର୍ଷକରେ ଏକ ଖବର ପ୍ରକାଶ ପାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri