Posted inଫୁରସତ

୨୯.୮୫ ସେକେଣ୍ଡରେ ଚେସ୍‌ ବୋର୍ଡ ସଜାଇ ରେକର୍ଡ

ମୁମ୍ବାଇ: ଗିନିଜ୍‌ ୱାଲର୍‌ଡ ରେକର୍ଡ ତା’ର ସୋସିଆଲ ଆକାଉଣ୍ଟରେ ଏକ ବିଶ୍ୱ ରେକର୍ଡର ଭିଡିଓ ଫୋଷ୍ଟ କରିଛି। ସେଥିରେ ପୁଡୁଚେରୀର ଏସ୍‌. ଓଡେଲା ଜସ୍ମିନ୍‌ ନାମ୍ନୀ ଯୁବତୀ ଚେସ୍‌ ବୋର୍ଡରେ ସମସ୍ତ ଗୋଟିକୁ ସୁନ୍ଦର ଭାବେ ତା’ ସ୍ଥାନରେ ସଜାଇ ବିଶ୍ୱ ରେକର୍ଡ କରିଛନ୍ତି। ତାଙ୍କୁ ଏଥିପାଇଁ ୨୯.୮୫ ସେକେଣ୍ଡ ଲାଗିଥିଲା। ସେ କେବେ ବି ଚେସ୍‌ ଖେଳି ନାହାନ୍ତି। ଏହି ରେକର୍ଡ ପାଇଁ ୧ ବର୍ଷ ଧରି ଅଭ୍ୟାସ କରିଥିଲେ। ତେବେ ତାଙ୍କ ପୂର୍ବରୁ ୪ ଜଣଙ୍କ ନାମରେ ଏହି ୱାଲର୍‌ଡ ରେକର୍ଡ ରହିଥିଲା। ଏବେ ସେ ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି। ଜସ୍ମିନ୍‌ ୨୦୨୧ ଜୁଲାଇ ୨୦ତାରିଖରେ ଏହି ରେକର୍ଡ କରିଥିଲେ। ତାଙ୍କ ପୂର୍ବରୁ ୨୦୨୧ରେ ଆମେରିକାର ଡେଭିଡ୍‌ ରୁଷ ୩୦.୩୧ ସେକେଣ୍ଡରେ, ୨୦୧୯ରେ ଆମେରିକାର ନକୁଲ ନାମାସ୍ବାମୀ ୩୧.୫୫ ସେକେଣ୍ଡ, ୨୦୧୫ରେ ଆମେରିକାର ଆଲ୍‌ଭା ଉଇ ୩୨.୪୨ ସେକେଣ୍ଡ, ୨୦୧୪ରେ ସର୍ବିଆର ଡାଲିବର୍‌ ଜବ୍‌ଲାନୋଭିକ୍‌ ୩୪.୨୦ ସେକେଣ୍ଡରେ ଚେସ୍‌ ବୋର୍ଡ ସଜାଇ ରେକର୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri