୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୬ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ଯ୍ୟକ୍ରମରେ ସେ ଯୋଗଦେବେ ସେନେଇ ଜଣାପଡି ନାହିଁ। ଏହି ଅବସରରେ ସେ ବାତ୍ୟା ‘ଦାନା’ ପ୍ରଭାବରେ ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ। ଏହା ବ୍ୟତିତ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ମଧ୍ୟ ତାଙ୍କର ଭେଟଘାଟର କାର୍ଯ୍ୟକ୍ରମ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri