୨୯ରେ ଓସୁର ତୃତୀୟ ସମାବର୍ତ୍ତନ ଉତ୍ସବ

ସମ୍ବଲପୁର, ୨୦।୧୧(ଡି.ଏନ୍‌.ଏ.): ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବ ଆସନ୍ତା ୨୯ତାରିଖରେ ସମ୍ବଲପୁରସ୍ଥିତ ମୁଖ୍ୟାଳୟରେ ଅନୁଷ୍ଠିତ ହେବ। ଏହି ଉତ୍ସବରେ କୁଳାଧିପତି ତଥା ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଅଧ୍ୟକ୍ଷତା କରିବେ ଏବଂ ମୁଖ୍ୟ ଅତିଥି ଭାବେ ଡ.ବାବାସାହେବ ଆମ୍ବେଡକର ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର୍‌ ଆମିୟୁ.ଉପାଧ୍ୟାୟ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ୧ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯିବ। ଯେଉଁ ଛାତ୍ରୀଛାତ୍ରମାନେ ତାଙ୍କ ଆକାଡେମିକ ବିଷୟରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବେ ସେମାନଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯିବବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri