୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟଧାର୍ଯ୍ୟ

ନୂଆଦିଲ୍ଲୀ, ୧୭।୪:୨୦୨୦-୨୧ ବର୍ଷରେ ୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ୨୦୧୯-୨୦ ବର୍ଷରେ ୨୯୧.୧୦ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ହୋଇଥିଲା। ଖରିଫ୍‌ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ସହ ମିଶନ୍‌ ମୋଡ୍‌ରେ କୃଷକଙ୍କ ଆୟ ଦୁଇଗୁଣା କରିବା ଲାଗି ପଦକ୍ଷେପ ନେବାକୁ ସବୁ ରାଜ୍ୟକୁ କୁହାଯାଇଥିବା ଗୁରୁବାର କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଜାତୀୟ ଖରିଫ୍‌ ସମ୍ମିଳନୀ,୨୦୨୦କୁ ସମ୍ବୋଧିତ କରି କୃଷିମନ୍ତ୍ରୀ କହିଛନ୍ତି, ଲକ୍‌ଡାଉନକୁ ଦୃଷ୍ଟିରେ ରଖି ଖରିଫ ଚାଷ ପ୍ରସ୍ତୁତି ସମ୍ପର୍କରେ ରାଜ୍ୟଗୁଡ଼ିକ ସହ ପରାମର୍ଶ କରି ବିଭିନ୍ନ ପଦକ୍ଷେପର ତାଲିକା ପ୍ରସ୍ତୁତ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ। କରୋନା ଭୂତାଣୁ ଯୋଗୁ ଦେଶରେ ଅସ୍ବାଭାବିକ ସ୍ଥିତି ସୃଷ୍ଟି ହୋଇଛି। କୃଷି ସେକ୍ଟରରେ ଲଢ଼ୁଆ ମନୋଭାବ ନେଇ ଏଭଳି ସ୍ଥିତିର ମୁକାବିଲା କରିବାକୁ ହେବ ବୋଲି ତୋମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri