Posted inଖେଳ

୩ ଓଭର ମେଡେନ ପକାଇବା ରେକର୍ଡ ଅଧିକାରୀ ଦୀପ୍ତି

ନୂଆଦିଲ୍ଲୀ,୨୫।୯: ଅଲରାଉଣ୍ଡର ଦୀପ୍ତି ଶର୍ମା ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁରାଟଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଏକ ବିରଳ ରେକର୍ଡ ଅଧିକାରୀ ହୋଇଛନ୍ତି। ସେ ୪ ଓଭର ବୋଲିଂ କରି ୮ ରନ୍‌ ବ୍ୟୟରେ ୪ ଉଇକେଟ ନେଇ ଭାରତୀୟ ଦଳର ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ତାଙ୍କ କୋଟାରେ ୩ ଓଭର ମେଡେନ ରହିଥିଲା। ପ୍ରଥମ ଥର ପାଇଁ କୌଣସି ଭାରତୀୟ ବୋଲର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ୩ ମେଡେନ ଓଭର ପକାଇଛନ୍ତି। ତାଙ୍କର ପ୍ରଥମ ୩ ଓଭର ମେଡେନ ରହିବା ପରେ ୪ର୍ଥ ଓଭରରେ ୮ ରନ୍‌ ବ୍ୟୟ କରିଥିଲେ। ପ୍ରଥମ ଦୁଇ ଓଭରକୁ ମେଡେନ ରଖିବା ସହ ଉଇକେଟ ମଧ୍ୟ ଉଇକେଟ ମଧ୍ୟ ନେଇଥିଲା। ତେବେ ପୁରୁଷ ଅନ୍ତର୍ଜାତୀୟ କ୍ରିକେଟରେ କୌଣସି ବୋଲର ଏପର୍ଯ୍ୟନ୍ତ ୩ ଓଭର ମେଡେନ ପକାଇ ନାହାନ୍ତି। କିନ୍ତୁ ୩ ଓଭର ବୋଲିଂ କରି ୨ଟି ମେଡେନ ନେଇଥିବା ବୋଲରଙ୍କ ତାଲିକାରେ ଭାରତୀୟ ପେସର ଯଶପ୍ରୀତ ବୁମରାଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri