୩ କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଓଭର ବିଲିଂ ଅଭିଯୋଗରେ ୩ କନଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ୩ କନଷ୍ଟେବଳ ହେଲେ ସୀମାଞ୍ଚଳ ସେଠୀ, ଅଜିତ ଧଳ ଓ ରଞ୍ଜିତ ସ୍ବାଇଁ । ପଞ୍ଚାୟତ ନିର୍ବାଚନ ସମୟରେ ଡିଜେଲ ଓଭର ବିଲିଂ ଅଭିଯୋଗରେ ସମ୍ବଲପୁର ଏସ୍‌ପି ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଗାଡ଼ିରେ ତେଲ ପକାଇବା ବେଳେ ଓଭର ବିଲିଂର ଅଭିଯୋଗ ଆସିଥିଲା । ୧୬ଟି ପୋଲିସ ଭ୍ୟାନର ଦୂରତା ଓ ଡିଜେଲ ପରିମାଣ ଖାପ ଖାଉ ନ ଥିଲା ବେଳେ ତଦନ୍ତ ପରେ ସମ୍ବଲପୁର ଏସ୍‌ପି ଏଭଳି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri