୩ ଟ୍ରେନ୍‌ ଲୁଟେରା ଗିରଫ

ବାଲେଶ୍ୱର ଅଫିସ,୧୪।୨: ବାଲେଶ୍ୱର ଜଳେଶ୍ୱରରୁ ଖଡ଼ଗପୁର ଆର୍‌ପିଏଫ୍‌ ୍‌ଏସ୍‌ଟିଏଫ୍‌ ଦ୍ୱାରା ଶୁକ୍ରବାର ୩ ଟ୍ରେନ୍‌ ଲୁଟେରା ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ୬ଟି ମୋବାଇଲ, ଛୁରି, ଖୁର, ୨ ହଜାର ଟଙ୍କା ସହ ରୁପା ଅଳଙ୍କାର ଜବତ ହୋଇଛି। ସମସ୍ତଙ୍କୁ ପାଟଣା ଏରନାକୁଲମ ଏକ୍ସପ୍ରେସ୍‌ରୁ ଏସ୍‌ଟିଏଫ୍‌ ଗିରଫ କରିଛି। ଗିରଫ ଲୁଟେରାଙ୍କ ମଧ୍ୟରୁ ଦୁଇଜଣଙ୍କ ଘର ଖଡ଼ଗପୁର ମାଧପୁର ହୋଇଥିବା ବେଳେ ଜଣଙ୍କ ଘର ଜଳେଶ୍ୱର ଅଞ୍ଚଳରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri