୩ ଦିନ ପାଇଁ ସିଲ୍‌ ହେଲା ରିମ୍ସର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟ

ରାଞ୍ଚି,୧।୫: ରାଞ୍ଚିରେ ଥିବା ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ରିମ୍ସ)ର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟକୁ ୩ ଦିନ ପାଇଁ ସିଲ୍‌ କରିଦିଆଯାଇଛି। ସେଠାରେ ଜଣେ ଲାବୋରୋଟୋରୀ ଟେକ୍ନିସିଆନ୍‌ କରୋନାରେ ପୀଡିତ ଥିବା ଏପ୍ରିଲ ୩୦ ଅର୍ଥାତ୍‌ ଗୁରୁବାର ଜଣାପଡିବା ପରେ ଶୁକ୍ରବାରଠାରୁ ୩ ଦିନ ପାଇଁ ଏହାକୁ ସିଲ୍‌ କରାଯାଇଛି। ଏହି ସମୟରେ ସେଠାରେ କରୋନା ଟେଷ୍ଟ କରାଯିବ ନାହିଁ ବୋଲି ରିମ୍ସର ନିର୍ଦ୍ଦେଶକ ଡାକ୍ତର ଡିକେ ସିଂ କହିଛନ୍ତି। ସେଠାରେ ଥିବା ନମୁନାକୁ ଅନ୍ୟ ଲ୍ୟାବକୁ ପଠାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri