ବିଜେପୁର,୪।୮(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ପଞ୍ଚାୟତର ସାଧୁପାଲିରେ ଜଣେ ୪୦ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସରପଞ୍ଚ ଟଙ୍କଧର ସାହୁ ମଙ୍ଗଳବାରରୁ ଶୁକ୍ରବାର ସକାଳ ୬ଟା ପର୍ଯ୍ୟନ୍ତ ଶଟଡାଉନ ଘୋଷଣା କରିଛନ୍ତି।
ବିଜେପୁର,୪।୮(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ପଞ୍ଚାୟତର ସାଧୁପାଲିରେ ଜଣେ ୪୦ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସରପଞ୍ଚ ଟଙ୍କଧର ସାହୁ ମଙ୍ଗଳବାରରୁ ଶୁକ୍ରବାର ସକାଳ ୬ଟା ପର୍ଯ୍ୟନ୍ତ ଶଟଡାଉନ ଘୋଷଣା କରିଛନ୍ତି।
ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା।...
ନୂଆଦିଲ୍ଲୀ,୧୬।୧୨: କେନ୍ଦ୍ରୀୟ ମେକ୍ସିକୋରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏକ ଛୋଟ ଘରୋଇ ବିମାନ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରିବାରୁ ଅତି କମରେ...
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ...
ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି...
ବଲାଙ୍ଗୀର,୧୪।୧୨( ସୁନିଲ କୁମାର ମହାନ୍ତି): ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ...
କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର...
ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ରାଜସ୍ବ ଉପଖଣ୍ଡ ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ କପା ମଣ୍ଡି ପରିସରରୁ ସୋମବାର ଚାଷୀ ସଚେତନତା...
ଭଞ୍ଜନଗର,୧୫।୧୨(ବାବୁଲା ପ୍ରଧାନ): ଦିନ ଥିଲା ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଠି ଲୋକଙ୍କ ମଧ୍ୟରେ ଏକତାର ଭାବ ଦେଖିବାକୁ ମିଳୁଥିଲା। କୌଣସି ଲୋକ ଅସୁବିଧାରେ ପଡ଼ିଲେ ସାହି...
