୩ ଦିନରେ ୧୦ ମଣ୍ଡପ ସିଲ୍‌, ୭୦ ହଜାର ଜରିମାନା

ଭୁବନେଶ୍ୱର, ୬ା୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ୍‌ ଅନୁମୋଦନରେ କୋଠା ର୍ନିମାଣ, ବିନା ଟ୍ରେଡ୍‌ ଲାଇସେନ୍ସରେ ବ୍ୟବସାୟ, ହୋଲ୍ଡିଂ ଟିକସ ଫାଙ୍କି, ପାର୍କିଂ ସୁବିଧା ନ ଥିବା କଲ୍ୟାଣ ମଣ୍ଡପ ଓ ବିବାହ ମଣ୍ଡପକୁ ବିଏମ୍‌ସିି ପକ୍ଷରୁ ସିଲ୍‌ ପ୍ରକ୍ରିୟା ଜାରି ରହିଛି। ବିଏମ୍‌ସିି, ବିଡିଏ ଓ କମିଶନରେଟ ପୋଲିସ୍‌ର ମିଳିତ ଟିମ୍‌ ପକ୍ଷରୁ ସୋମବାର, ମଙ୍ଗଳବାର ଦୁଇ ଦିନରେ ୯ ମଣ୍ଡପ ସିଲ୍‌ କରାଯାଇଥିବାବେଳେ ବୁଧବାର କେବଳ ଗୋଟିଏ ବରମୁଣ୍ଡାରେ ଥିବା କନକ ବଙ୍କେଟ ହଲ ମଣ୍ଡପକୁ ସିଲ କରାଯାଇଛି। ତେବେ ୩ ମଣ୍ଡପ ଯଥା ପାଣ୍ଡରାର ରାଜାରାଣୀ ମଣ୍ଡପ, ଜିଜିପି କଲୋନୀର ମା’ ତାରିଣୀ ମଣ୍ଡପ ଓ ମଞ୍ଜୁଳା ମଣ୍ଡପରେ ବିବାହ ଚାଲିଥିବାରୁ ସେଗୁଡିକୁ ସିଲ୍‌ କରାଯାଇ ପାରି ନ ଥିଲା। ଉକ୍ତ ମଣ୍ଡପଗୁଡିକ ଉପରେ ୭୦ ହଜାର ଟଙ୍କା ଜରିମାନା କରାଯାଇଛି। ଗୁରୁବାର ସିଲ୍‌ କରାଯିବ ବୋଲି ବିଏମ୍‌ସି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri