ଆସିକା,୬।୭(ଡି.ଏନ୍.ଏ)- ଗାଙ୍ଗପୁର ଥାନା ପାଇଲିପଡା ଗ୍ରାମରୁ ଶୁକ୍ରବାର ରାତିରେ ପୋଲିସ ୩ଜଣ ଫେରାର୍ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗଁ।ର ସୁଦର୍ଶନ ନାୟକ, ବିପ୍ର ନାୟକ ଓ ଜୁରିଆ ନାୟକ । ଏକ ଫୌଜଦାରୀ ମାମଲାରେ ସମ୍ପୃକ୍ତ ଥାଇ ଅଭିଯୁକ୍ତମାନେ ଅଦାଲତରେ ହାଜର ହେଉନ ଥିବାରୁ ସେମାନଙ୍କ ବିରୋଧରେ ଅଦାଲତ ପକ୍ଷରୁ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଥିଲା । ଏହି ପରୱାନା ବଳରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନ କହିଛନ୍ତି।
ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
Archives


