ଦିଗପହଣ୍ଡି,୧୨ା୧୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଗଡ ସାମନ୍ତରାପୁର ଗଁାରେ ସୋମବାର ଅପରାହ୍ନ ସାଢ଼େ ୩ ଟାରେ ଅଗ୍ନିକାଣ୍ଡ ଘଟି କ୍ରିଷ୍ଣା ପାତ୍ର ଓ ନାଇନା ଗୌଡଙ୍କ ୩ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ୪ ଛେଳି ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି। ଦିଗପହଣ୍ଡି ଅଗ୍ନିିଶମ ଅଧିକାରୀ ବିିଜୟ କୁମାର ନାୟକ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିିଥିଲେ। ଅଗ୍ନିିକାଣ୍ଡରେ ୨ ପରିବାରର ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। କାର୍ତ୍ତିକ ସୋମବାର ଥିବାରୁ ପରିବାର ଲୋକେ ଗାଁ ନିକଟ ଉଜ୍ଜଳେଶ୍ୱର ଶୈବପୀଠକୁ ଚାଲିଯାଇଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା।
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…
ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ
କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…
ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍
ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…
ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨
ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…
Archives

