୩ ବର୍ଷ ଧରି ସିସିଏଙ୍କୁ ମିଳୁନାହିଁ ଦରମା

ଫୁଲବାଣୀ ଅଫିସ, ୧୧ା୭-କନ୍ଧମାଳ ଜିଲାରେ ବିଭିନ୍ନ ସେବାଶ୍ରେମ/ଆଶ୍ରମ ବିଦ୍ୟାଳୟରେ ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କୁ ଦରମା ମିଳୁ ନାହିଁ। ତୁମୁଡ଼ିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟର ସିସିଏମାନେ ଆସି ଜିଲାପାଳଙ୍କୁ ଏନେଇ ଅଭିଯୋଗ କରିଛନ୍ତି। ୨୦୧୬ ଜୁଲାଇ ୧ରେ ବିଦ୍ୟାଳୟ ପରିଚାଳନା କମିଟି ଦ୍ୱାରା ଏକ ବୈଠକ କରି ରେଜୁଲେଶନ ମାଧ୍ୟମରେ ନିରନ୍ତି ମାଝୀ ଓ ତରୁଲତା ମାଝୀଙ୍କୁ ସିସିଏରେ ନିଯୁକ୍ତି ଦିଆଯାଇଥିଲା। ଆଜିପର୍ଯ୍ୟନ୍ତ ସେମାନଙ୍କୁ ନିଯୁକ୍ତି ପତ୍ର ଓ ଦରମା ମିଳିନାହିଁ। ଜିଲାର ବିଭିନ୍ନ ସ୍କୁଲରେ ୩୫ ଜଣ ସିସିଏ ଏହିଭଳି ଦୀର୍ଘଦିନ ଧରି ବିନା ପାରିଶ୍ରମିକରେ ଖଟୁଛନ୍ତି। ଏ ନେଇ କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨୦୧୭ରେ ରାଜ୍ୟ ଏସ୍‌ସି ଏସ୍‌ଟି ଉନ୍ନୟନ ବିଭାଗକୁ ଚିଠି କରାଯାଇଥିଲା। କିନ୍ତୁ କୌଣଶି ପଦକ୍ଷେପ ନିଆ ଯାଇନାହିଁ। ଏଣୁ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସିସିଏମାନେ ଦାବି କରିଛନ୍ତି। ଏ ନେଇ ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରାଙ୍କୁ ପଚାରିବାରୁ ମୁଁ ନୂତନ ଭାବେ ଯୋଗ ଦେଇଛି, ଏ ବିଷୟରେ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ଜଣାଇ ଖୁବ୍‌ଶୀଘ୍ର ସମାଧାନ କରିବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri