Posted inଖେଳ

୩ ବର୍ଷ ପରେ ରାହାନେଙ୍କ ଶତକ

ରାଞ୍ଚି,୨୦।୧୦- ଭାରତୀୟ ଟେଷ୍ଟ ଦଳର ଉପଅଧିନାୟକ ଅଜିଙ୍କ୍ୟ ରହାନେ ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ଘରୋଇ ମାଟିରେ ଶତକ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟର ରାହାନେ ୬୯ତମ ଓଭରରେ ପେସର ଆନରିଚ ନର୍ଟଜେଙ୍କ ପ୍ରଥମ ବଲକୁ ଏକ ରନ୍‌ ନେଇ ଶତକ ପୂରଣ କରିଛନ୍ତି। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୧୧ତମ ଓ ଘରୋଇ ମାଟିରେ ୪ର୍ଥ ଶତକ। ଚଳିତ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଲାଗି ଏହା ୭ମ ଶତକ। ତେବେ ରିପୋର୍ଟ ଲେଖାହେବା ସୁଦ୍ଧା ରାହାନେ ୧୧୫ ରନ୍‌ କରି ଅପରାଜିତ ଅଛନ୍ତି। ୧୮୯ ବଲର ସମ୍ମୁଖୀନ ହୋଇଥିବା ରାହାନେଙ୍କ ଇନିଂସରେ ୧୭ ଚୌକା ଓ ଗୋଟିଏ ଛକା ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri