ଚିକିଟି,୨୨ା୧(ଡି.ଏନ.ଏ.)-ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଅଷ୍ଟମ ଶ୍ରେଣୀ ଛାତ୍ର ବଳାତ୍କାର କରିଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ମା’ଙ୍କ ଏତଲାକୁ ଭିତ୍ତି କରି କେ.ନୂଆଗାଁ ପୋଲିସ ନଂ. ୮/୨୦ରେ ମାମଲା ରୁଜୁ କରିଛି। ଉଭୟଙ୍କୁ ଡାକ୍ତରୀମାଇନା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ପ୍ରକାଶ ଯେ, ଗତ ୧୫ ତାରିଖରେ ଉକ୍ତ ଥାନା ଅଞ୍ଚଳରେ ରହୁଥିବା ଶିଶୁକନ୍ୟାଙ୍କୁ ପଡ଼ୋଶୀ ନାବାଳକ ଚକୋଲେଟ ଦେଇ ବଳାତ୍କାର କରିଥିଲେ। ଏହାକୁ ସ୍ଥାନୀୟ ଲୋକେ ଚପାଇଦେବାକୁ ଉଦ୍ୟମ କରୁଥିବା ବେଳେ ପୀଡ଼ିତାଙ୍କ ମା’ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା
ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...
ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …
ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...
Archives


