ଚିକିଟି,୨୨ା୧(ଡି.ଏନ.ଏ.)-ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଅଷ୍ଟମ ଶ୍ରେଣୀ ଛାତ୍ର ବଳାତ୍କାର କରିଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ମା’ଙ୍କ ଏତଲାକୁ ଭିତ୍ତି କରି କେ.ନୂଆଗାଁ ପୋଲିସ ନଂ. ୮/୨୦ରେ ମାମଲା ରୁଜୁ କରିଛି। ଉଭୟଙ୍କୁ ଡାକ୍ତରୀମାଇନା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ପ୍ରକାଶ ଯେ, ଗତ ୧୫ ତାରିଖରେ ଉକ୍ତ ଥାନା ଅଞ୍ଚଳରେ ରହୁଥିବା ଶିଶୁକନ୍ୟାଙ୍କୁ ପଡ଼ୋଶୀ ନାବାଳକ ଚକୋଲେଟ ଦେଇ ବଳାତ୍କାର କରିଥିଲେ। ଏହାକୁ ସ୍ଥାନୀୟ ଲୋକେ ଚପାଇଦେବାକୁ ଉଦ୍ୟମ କରୁଥିବା ବେଳେ ପୀଡ଼ିତାଙ୍କ ମା’ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଜିଲାସ୍ତରୀୟ ପିଏମ୍ଶ୍ରୀ କୁଇଜ୍ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ
ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…
ବନ୍ୟା ବିପନ୍ନ ଛାତ୍ରୀଛାତ୍ରଙ୍କ ମୁହଁରେ ହସ ଫୁଟାଇଲେ ବ୍ୟାଙ୍କ କର୍ମଚାରୀ ଓ ସ୍ୱେଚ୍ଛାସେବୀ, ଦୀପାବଳିରେ ବାଣ୍ଟିଲେ…
ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ବାତ୍ୟା ପରବର୍ତ୍ତୀ ବନ୍ୟା ଗଞ୍ଜାମ ଜିଲାର ଅନେକ ପରିବାରର ଜୀବନକୁ ଦୁର୍ବିସହ କରିଦେଇଛି । ବିପର୍ଯ୍ୟୟରେ ଅନେକ ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ, ଖାତା, କଲମ ଓ…
ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ
ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…
ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ
ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର…
ପୋଖରୀରେ ବୁଡ଼ି ୨ ଜଣଙ୍କ ମୃତ୍ୟୁ: ଗାଁ ଶ୍ମଶାନରେ ଜଳିଲା ଜୁଇ, ବିଧାୟକ ପହଞ୍ଚି…
ଅତାବିରା,୮ା୧୧(ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାଟିକ୍ରା ଗ୍ରାମରେ ଶନିବାର ପୋଖରୀରେ ମାଛ ମାରିବାକୁ ଯାଇଥିବାବେଳେ ଗ୍ରାମର ରମେଶ ମହାକୁର (୫୫)…
ନକଲି ସୁନା ଦେଇ ୪ ଲକ୍ଷ ଟଙ୍କା ଲୁଟ୍, ୪ ଅଭିଯୁକ୍ତଙ୍କୁ ଗିରଫ କରି…
ଭବାନୀପାଟଣା,୮ା୧୧(ଉତ୍ତମ କୁମାର ଦାଶ): ବିକ୍ରି କରିବା ବାହାନାରେ ନକଲି ସୁନା ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଲୁଟି ନେବା ଅଭିଯୋଗରେ ରବିବାର ଭବାନୀପାଟଣା ସଦର…
ଦୀପାବଳିରେ ଗଡ଼ିଲା ମୁଣ୍ଡ, ପେସାଦାର ଅପରାଧୀ ସନ୍ତୋଷଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା
ବ୍ରହ୍ମପୁର,୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ଏବେ ପର୍ବପର୍ବାଣିରେ ଗଡୁଛି ମୁଣ୍ଡ। ଗତବର୍ଷ କୁମାର ପୂର୍ଣ୍ଣିମାରେ ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରାଯାଇଥିଲା। ଚଳିତ…
୬୦ ବର୍ଷରେ ମା’ ଶ୍ୟାମାକାଳୀଙ୍କ ପଥର ମୂର୍ତ୍ତି ପୂଜା, ସନ୍ଧ୍ୟାରେ ଜମିବ ମହୋତ୍ସବର ଆସର
ମହାକାଳପଡ଼ା,୮ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନୀତି ପଞ୍ଚାୟତ ସ୍ଥାନୀୟ ଜଗରୀ ଜୋର ହାଟ କାଳୀ ପଡ଼ିଆଠାରେ ୬୦ ବର୍ଷ ଧରି ପରମ୍ପରିକ ଭାବେ…

