୩ ମାସର ଭଡ଼ା ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ସଂକ୍ରମଣ ଦ୍ୱାରା ସାରା ବିଶ୍ୱର ଅର୍ଥନୀତି ପ୍ରଭାବିତ ହୋଇଛି। ଉଭୟ ସଙ୍ଗଠିତ ଏବଂ ଅସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ସବୁ ବର୍ଗର ଲୋକ ଆର୍ଥିକ ଭାବେ ପ୍ରଭାବିତ ହୋଇଛନ୍ତି। ଓଡ଼ିଶାରେ ମଧ୍ୟ ସମାନ ଅବସ୍ଥା ଉପୁଜିଛି। ଏହି ସମୟରେ ବିଭିନ୍ନ ସ୍ଥାନରେ ଘରଭଡ଼ା ଦେଇଥିବା ମାଲିକମାନେ ଭଡ଼ାଟିଆଙ୍କୁ ହଇରାଣ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପିଲ କରିଛନ୍ତି। ଏ ନେଇ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କରୋନା ଦ୍ୱାରା ସାରା ବିଶ୍ୱ ଏକ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଏହି ଘଡିସନ୍ଧି ସମୟରେ ଘର ମାଲିକମାନେ ଭଡ଼ାଟିଆଙ୍କୁ ୩ ମାସର ମହଲତ ଦିଅନ୍ତୁ, ସେମାନଙ୍କଠାରୁ ବର୍ତ୍ତମାନ ସମୟରେ ଭଡ଼ା ଅସୁଲ କରନ୍ତୁ ନାହିଁ। ସେହିପରି ଏହି ସମୟରେ ଭଡ଼ାଟିଆଙ୍କୁ ଘର ଖାଲି କରିବାକୁ କୁହନ୍ତୁ ନାହିଁ। ଏହିପରି କରି ପରସ୍ପରକୁ ସାହାଯ୍ୟ କରନ୍ତୁ। ସାରା ବିଶ୍ୱ ଦେଖୁ ଓଡ଼ିଶା ସମସ୍ତଙ୍କ ପାଇଁ ଚିନ୍ତା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri