୩ ମାସର ରୋଡ ଟ୍ୟାକ୍ସ ଛାଡ

ଭୁବନେଶ୍ୱର,୨୯ା୫,(ବ୍ୟୁରୋ)-କରୋନା ସଙ୍କଟ ସମୟରେ ଯାତ୍ରୀବାହୀ ଯାନ ପାଇଁ ୩ ମାସର ରୋଡ ଟ୍ୟାକ୍ସ ଛାଡ ହୋଇଛି। ୨୦୨୦ ଏପ୍ରିଲ ମାସରୁ ଜୁନ ଯାଏଁ ରୋଡ ଟ୍ୟାକ୍ସ ଛାଡ କରାଯାଇଥିବା ଶୁକ୍ରବାର ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ  ପକ୍ଷରୁ ଘୋଷଣା କରାଯାଇଛି। ପ୍ରକାଶ ଯେ, ରାଜ୍ୟ ଘରୋଇ ବସ ଚଳାଚଳକୁ ନେଇ ରାଜ୍ୟ ସରକାର ଓ ଘରୋଇ ବସ ମାଲିକ ସଂଘ ମଧ୍ୟରେ ବୈଠକ ହୋଇଥିଲା। ବସ ମାଲିକ ସଂଘର ଦାବି ମୁତାବକ ରାଜ୍ୟ ସରକାର ଏପ୍ରିଲ, ମେ ଓ ଜୁନ ମାସର ରୋଡ ଟ୍ୟାକ୍ସ ଛାଡ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?