୩ ମାସରେ ୮୫୮୩ ମଦ୍ୟପ ଡ୍ରାଇଭର ଗିରଫ

ଭୁବନେଶ୍ୱର, ୩।୧୨:(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠୁ ରାଜ୍ୟ ପୋଲିସ ପକ୍ଷରୁ ଧରପଗଡ ଜୋରଦାର କରାଯାଉଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ମଦ୍ୟପ ଡ୍ରାଇଭରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଶେଷ ୩ ମାସରେ ୮୫୮୩ ମଦ୍ୟପ ଡ୍ରାଇଭରଙ୍କୁ ଗିରଫ କରାଯାଇଛି। ଗଞ୍ଜାମ ଜିଲାରେ ସବୁଠୁ ଅଧିକ ୧୭୯୯ ଓ ସବୁଠୁ କମ୍‌ ୧୧ଜଣ ପୁରୀ ଜିଲାରେ ଗିରଫ ହୋଇଛନ୍ତି। କଟକ ଗ୍ରାମାଞ୍ଚଳରେ ୬୪, ଜଗତ୍‌ସିଂହପୁର ଜିଲାରେ ୧୧୭, ଯାଜପୁରରେ ୮୬୬, କେନ୍ଦ୍ରାପଡାରେ ୩୪, ନୟାଗଡ଼ରେ ୩୯, ଖୋର୍ଦ୍ଧାରେ ୧୧୭, ବାଲେଶ୍ୱରରେ ୧୦୨, ଭଦ୍ରକରେ ୧୯୬, ମୟୂରଭଞ୍ଜରେ ୧୦୬୧, ସମ୍ବଲପୁରରେ ୨୭୬, ବରଗଡ ୬୯, ଝାରସୁଗୁଡା ୫୫, ବଲାଙ୍ଗୀର ୧୧୫, ସୋନପୁର ୫୧, ଦେଓଗଡ଼ ୬୬, ଢେଙ୍କାନାଳ ୩୩୫, ଅନୁଗୋଳ ୫୫୯, ଗଜପତି ୨୫୬, ବ୍ରହ୍ମପୁର ପୋଲିସ ଜିଲାରେ ୨୬୧, କନ୍ଧମାଳ ୨୨୦, ବୌଦ୍ଧ ୮୮, କୋରାପୁଟ ୨୦୦, ନବରଙ୍ଗପୁର ୧୬୯, ରାୟଗଡା ୧୧୨, ମାଲକାନଗିରି ୧୨୯, କଳାହାଣ୍ଡି ୨୮୪, ନୂଆପଡ଼ା ୯୩, ସୁନ୍ଦରଗଡ ୩୨୭, କେନ୍ଦୁଝର ୧୮୬, ରାଉରକେଲା ପୋଲିସ ଜିଲାରେ ୧୬୫, ଭୁବନେଶ୍ୱର ପୋଲିସ ଜିଲାରେ ୨୦ଜଣ ଓ କଟକରେ ୧୧୧ଜଣ ମଦ୍ୟପ ଡ୍ରାଇଭର ଗିରଫ ହୋଇଛନ୍ତି। ଆଗାମୀ ଦିନରେ ଏହି ଧରପଗଡ଼ ଜୋର୍‌ଦାର ଜାରି ରହିବ ବୋଲି ଡିଜିପି ସତ୍ୟଜିତ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri