ରାୟଗଡ଼(ଗଜପତି), ୧୧ା୬- ଗଜପତି ଜିଲା ରାୟଗଡ଼ ବ୍ଲକ୍ରେ ଉପଭୋକ୍ତାମାନେ ୩ ମାସହେଲା ବିଦ୍ୟୁତ୍ ବିଲ୍ ପାଇ ନ ଥିବା ଅଭିଯୋଗ ହୋଇଛି। ଦୀର୍ଘଦିନ ଧରି ବିଲ୍ ଦିଆଯାଉନଥିବାରୁ ବକେୟା ବଢ଼ୁଛି। ତେଣୁ ଏକାଥରକେ ଏତେ ଟଙ୍କା କିଭଳିି ପୈଠ କରିବେ ଉପଭୋକ୍ତା ଚିନ୍ତାରେ ପଡ଼ିଛନ୍ତି।
ପ୍ରକାଶଯେ, ରାୟଗଡ଼ ଏକ ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ। ଏଠାରେ ଅଧିକାଂଶ ଦିନ ମଜୁରିଆ ଶ୍ରେଣୀର ଲୋକେ ବସବାସ କରୁଛନ୍ତି। ରାୟଗଡ଼ ସବ୍ଷ୍ଟେଶନ୍ ଅଧୀନରେ ବ୍ଲକ୍ର ୨୧ ଟି ପଞ୍ଚାୟତର ୨୭୦ ଗ୍ରାମର ୧୫ ହଜାର ବିଦ୍ୟୁତ୍ ଉପଭୋକ୍ତା ରହିଛନ୍ତି। ମାତ୍ର ଏଠାରେ ଦୀର୍ଘଦିନ ହେଲା ବିଲ୍ ମିଳିନଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଗରିବ ଶ୍ରେଣୀର ଲୋକେ ଏକାଥରକେ ବହୁ ପରିମାଣର ଅର୍ଥ ଜମା କରିବା ସମ୍ଭବ ନୁହେଁ। ତେଣୁ ତୁରନ୍ତ ସମସ୍ୟାର ସମାଧାନ କରି ଶୀଘ୍ର ବିଲ୍ ଦେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏନେଇ ଜୁନିୟର ମ୍ୟାନେଜର ଦେବବ୍ରତ ସାହୁଙ୍କ ସହ ଯୋଗାଯୋଗ କରିବାରେ ସେ କହିଛନ୍ତି ଯେ, ଯେଉଁମାନେ ବିଦ୍ୟୁତ୍ ବିଲ୍ ପ୍ରଦାନ କରୁଥିଲେ ସେମାନେ ବିଭିନ୍ନ ଦାବି ନେଇ କାର୍ଯ୍ୟ ବନ୍ଦ ରଖିଥିଲେ। ଏବେ ଦାବିଗୁଡ଼ିକ ପୂରଣ ହୋଇଥିବାବେଳେ ଏହି ମାସରୁ ବିଲ୍ ଦିଆଯିବ ବୋଲି କହିଛନ୍ତି।
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ
ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…
ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ
ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…
ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….
ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…
ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….
ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ…
ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ ପୂର୍ବରୁ ବିଷମକଟକ ବ୍ଲକରେ…
ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…
ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…
ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ…
Archives

