୩ ଯୁଗ୍ମ ସଚିବଙ୍କ ବିଞ୍ଝାରପୁର ଗସ୍ତ

ବିଞ୍ଝାରପୁର, ୨୨।୫ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ତିନି ପ୍ରମୁଖ ବିଭାଗର ଯୁଗ୍ମ ସଚିବ ଶୁକ୍ରବାର ବିଞ୍ଝାରପୁର ବ୍ଲକ ଗସ୍ତ କରି କରୋନା ସଂକ୍ରମଣ ଓ ବାତ୍ୟା ଅମ୍ଫନ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଆକଳନ କରିଛନ୍ତି। ରାଜସ୍ବ ବିଭାଗ ଯୁଗ୍ମ ସଚିବ ଦିଲ୍ଲୀପ କୁମାର ସାହୁ, ଉଚ୍ଚ ଶିକ୍ଷା ବିଭାଗର ଯୁଗ୍ମ ସଚିବ ବିରେନ୍ଦ୍ର କେର୍କେଟା, ନିର୍ବାଚନ ଆୟୋଗର ଉପ ସଚିବ ଆଜାଦ୍‌ ହିନ୍ଦ ପାଣିଗ୍ରାହୀ ବିଞ୍ଝାରପୁର ବ୍ଲକର ଉତ୍ତରକୂଳ, ଆଉଁରୀ ଓ ଜରୀ ପଞ୍ଚାୟତର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ଯାଇ ଅନୁଧ୍ୟାନ କରିଥିଲେ। ଏହାପରେ ଅମ୍ଫନ ପ୍ରଭାବରେ ବିଭିନ୍ନ ଗାଁରେ ଭାଙ୍ଗିଥିବା ଘର ଅନ୍ୟାନ୍ୟ କ୍ଷୟକ୍ଷତି ଅନୁଧ୍ୟାନ କରି ଫେରିଯାଇଛନ୍ତି। ସଚିବଙ୍କ ଗସ୍ତ ସମୟରେ ବିଡିଓ ମିନତୀ ଜଗଦ୍ଦେବ, ଜିପିଓ ସତ୍ୟନାରାୟଣ ମିଶ୍ର, କନିଷ୍ଠ ଯନ୍ତ୍ରୀ ଅମୂଲ୍ୟ ତ୍ରିପାଠୀ, ଅନିଲ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ...

୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌

ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri