୩ ଶିକାରୀ ଗିରଫ, ୨ ବନ୍ଧୁକ ଜବତ

ଔପଦା,୧୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବନବିଭାଗ ତରଫରୁ ଶୁକ୍ରବାର ବିଳମ୍ବିତ ରାତିରେ ୩ଜଣ ଶିକାରୀଙ୍କୁ ଗିରଫ କରାଯିବା ସହିତ ୨ଟି ଗୁଳି ଭର୍ତ୍ତି ବନ୍ଧୁକ ଜବତ କରାଯାଇଛି। ସେମାନେ ହେଲେ ବନ୍ଦସାହି ଗ୍ରାମର ଅଜୟ ନାଇକ (୨୨), ବାଙ୍ଗରୁ ନାଇକ (୨୪), ଦାଢ଼ିଆସାହି ଗ୍ରାମର ସାଗର ସିଂ (୧୮)। ରେଞ୍ଜର ବବିତା ସୋରେନଙ୍କ ନିର୍ଦ୍ଦେଶକ୍ରମେ ଫରେଷ୍ଟଗାର୍ଡ଼ ବବିତାରାଣୀ ମହାକୁଡ଼ ଓ ସବୁଜ ବାହିନୀ କର୍ମଚାରୀ ଦେବେନ୍ଦ୍ର ରାଉତ, ପର୍ଶୁରାମ ମହାନ୍ତି ଓ ରମାକାନ୍ତ ବାରିକ ସଦଳବଳେ ରାତି ପ୍ରାୟ ୧ଟା ୩୦ମିନିଟ୍‌ରେ କୁଳଡ଼ିହା ଅଭୟାରଣ୍ୟ ବାଘଆମ୍ପୁଡ଼ା ବିଟ୍‌ ହାଉସ ଅଞ୍ଚଳର ଡାହି ଛକରେ ଚଢାଉ କରି ୩ଜଣଙ୍କୁ ଗିରଫ କରିଥିଲେ। ବନବିଭାଗ ତରଫରୁ ମାମଲା (ନଂ. ୪୪/୨୦୧୯-୨୦) ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri