୩ ହଜାର ଟଙ୍କା ଲାଞ୍ଚନେଇ ଧରାପଡ଼ିଲେ ପାଟଣାଗଡ଼ ଏନ୍‌ଏସି ଜେଇ

ପାଟଣାପଡ଼, ୨୨।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସି ଜେଇ ଦେବୀ ପ୍ରସାଦ ମିଶ୍ରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାଟଣାଗଡ଼ ରାମପୁରର ଟଙ୍କଧର କୁମ୍ଭାର ପାଇଥିବା ଘର ପାଇଁ ଫାଇନାଲ ବିଲ ବାବଦକୁ ଦେବୀ ପ୍ରସାଦ ୩ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଟଙ୍କଧର ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ଅନୁଯାଇ ସେ ୩ ହଜାର ଟଙ୍କା ଜେଇ ମିଶ୍ରଙ୍କୁ ଦେଇଥିଲେ। ଏହି ସମୟରେ ଭିଜିଲାନ୍ସ ଡିଏସ୍‌ପି କାଦମ୍ବିନୀ ସାମଲଙ୍କ ନେତୃତ୍ୱରେ ଭିଜିଲାନ୍ସ ଟିମ୍‌ ଚଢ଼ାଉକରି ପ୍ରମାଣ ସହ ଜେଇଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗର ବଡ଼ ସୂଚନା, ଗଡିବ ୨୦୦….

ଭୁବନେଶ୍ବର,୭।୫: ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍…

ଏହି ଦିନ ଆସାମରେ ଶପଥ ନେବେ ନୂଆ ସରକାର, ଯୋଗଦେବେ ପ୍ରଧାନମନ୍ତ୍ରୀ

ଗୁଆହାଟୀ,୭।୫: ଆସାମରେ ନୂତନ ସରକାରଙ୍କ ଶପଥ ଗ୍ରହଣ ସମାରୋହ ମେ ୧୨ ତାରିଖରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଗୁଆହାଟୀର ଖାନାପାରାସ୍ଥିତ ଭେଟେନାରୀ ଫିଲ୍ଡରେ ଅନୁଷ୍ଠିତ ହେବ…

ବଙ୍ଗରେ ଭାଜପା ସରକାର ଗଠନରେ ବାଧା ସୃଷ୍ଟି କରିବା ପାଇଁ ଏହି ଯୋଜନା କଲେ ମମତା, ଚିନ୍ତାରେ ପଡିଲା ଭାଜପା

କୋଲକାତା,୭।୫: ପଶ୍ଚିମବଙ୍ଗରେ ୨୦୭ ଆସନରେ ବିପୁଳ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ଭାଜପା) ନୂତନ ସରକାର ଗଠନ ପାଇଁ ମେ ୯ ତାରିଖକୁ ତାରିଖ ଭାବରେ…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

‘ଏମାନେ ମୋ ପୁଅକୁ ହତ୍ୟା କରିଛନ୍ତି! ’, ପିଏ ମା’ଙ୍କ ଚାଞ୍ଚଲ୍ୟକାର ଖୁଲାସା

କୋଲକାତା,୭।୫: ଶୁଭେନ୍ଦୁ ଅଧିକାରୀଙ୍କ ଡାହାଣ ହାତ ବୋଲି ବିବେଚିତ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବଙ୍ଗଳାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଚନ୍ଦ୍ରନାଥଙ୍କ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri