Posted inଫୁରସତ

୩ ହଜାର ଫୁଟ୍‌ ପାହାଡ଼ ଚଢ଼ିଲେ ୧୦ ବର୍ଷର ଝିଅ

ଯେଉଁ ପାହାଡ଼କୁ ଚଢ଼ିବା ସମୟରେ ପ୍ରାୟ ୩୧ଜଣଙ୍କ ମୃତ୍ୟୁ ହୋଇଛି ସେଠାରେ ଜଣେ ୧୦ ବର୍ଷର ଝିଅ ଏହାକୁ ଚଢ଼ିିବାରେ ସଫଳ ହୋଇଛନ୍ତି। ଏଥିସହ ସବୁଠୁ କମ୍‌ ବୟସରେ ୩ ହଜାର ଫୁଟ୍‌ ଉଚ୍ଚ ପାହାଡ ଚଢ଼ି ଝିଅଟି ପ୍ରଥମ ପାହାଡ ଚଢ଼ାଳି ଭାବେ ଆଖ୍ୟା ପାଇଛି। ସୂଚନାଯୋଗ୍ୟ, ଆମେରିକାର କାଲିଫର୍ର୍ନିଆର ୟୋଶୋମତି ପାର୍କର ଇଆଇ କେପିଟାନ୍‌ ପିକ୍‌ ଉପରେ ନୋଜ ରୁଟ ଦେଇ ପାହାଡ଼ ଚଢ଼ିବା ବହୁ କଷ୍ଟ ହୋଇଥାଏ ବୋଲି କୁହାଯାଏ। କିନ୍ତୁ କଲରାଡୋରେ ରହୁଥିବା ଜଣେ ୧୦ ବର୍ଷର ଝିଅ ସେଲାହ ସ୍କେନେତର ଏହି ନୋଜ ରୁଟ ଦେଇ ପାହାଡ଼ ଚଢ଼ିଛନ୍ତି। ପାହାଡ଼ ଚଢ଼ିବା ସମୟରେ ବହୁ ଭଲ ଅନୁଭବ ରହିଥିଲା ବୋଲି ସେଲାହ କହିଛନ୍ତି। ପ୍ରାୟ ୫ଦିନ ଭିତରେ ସେଲାହ ୩ହଜାର ଫୁଟ ପାହାଡ଼ ଚଢ଼ିବାର ଲକ୍ଷ୍ୟ ପୂରା କରିଥିଲେ। ଆଉ ଏଥିପାଇଁ ତାଙ୍କୁ ସହଯୋଗ କରିବା ଲାଗି ତାଙ୍କ ବାପା ମାଇକ ଓ ସାଙ୍ଗ ମାର୍କ ସାଙ୍ଗରେ ରହିଥିଲେ। ସେଲାହଙ୍କ ବାପା ଜଣେ ଦକ୍ଷ ପର୍ବତାରୋହୀ। ଗତ ବର୍ଷ ୨ ଅନୁଭବୀ ପର୍ବତାରୋହୀଙ୍କ ଏହି ପାହାଡ଼ରେ ମୃତ୍ୟୁ ହୋଇଥିଲା। ଇଆଇ କେପିଟାନ୍‌ ପାହାଡରେ ୧୯୦୫ ଠାରୁ ଏପର୍ଯ୍ୟନ୍ତ ୩୧ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri