୩ଶହ କୋଟି କ୍ଳବରେ ସାମିଲ ହେଲା ‘ଓ୍ବାର’

ମୁମ୍ବାଇ: ବଲିଉଡ୍‌ ମୁଭି ‘ଓ୍ବାର’ ବକ୍ସ ଅଫିସରେ ବେଶ୍‌ ଭଲ ପ୍ରଦର୍ଶନ କରିଛି। ଫିଲ୍ମଟି ଏବେ ୩ଶହ କୋଟି କ୍ଲବରେ ସାମିଲ ହୋଇଛି। ୨୦୧୯ର ଏହା ସବୁଠାରୁ ବଡ ବ୍ଲକବଷ୍ଟର ଫିଲ୍ମ ବୋଲି କୁହାଯାଉଛି। ଏହି ଆକ୍ସନ ଡ୍ରାମା ଫିଲ୍ମ ‘ଓ୍ବାର’କୁ ଫିଲ୍ମ କ୍ରିଟିକ ବେଶ୍‌ ପସନ୍ଦ କରିବା ସହ ଲୋକେ ମଧ୍ୟ ବେଶ୍‌ ପସନ୍ଦ କରିଛନ୍ତି। ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ହ୍ରିତିକ ରୋଶନ ଓ ଟାଇଗର ଶ୍ରଫଙ୍କର ଭୂମିକା ସମସ୍ତଙ୍କୁ ପସନ୍ଦ ଆସିଛି। ଏହାକୁ ଦେଖିବା ପରେ ଟମ୍‌ କ୍ରୁଜଙ୍କ ଫିଲ୍ମ ‘ମିଶନ ଇମ୍ପଶିବଲ’ ମନେ ପଡିବ ବୋଲି କେତେକ ଦର୍ଶକ ମତ ଦିଅନ୍ତି। ଏବେ ‘ଓ୍ବାର’, ଉରି, କବିର ସିଂ ଭାରତ ଭଳି ଫିଲ୍ମକୁ ପଛରେ ପକାଇ ୩ ଶହ କୋଟି କ୍ଲବରେ ସାମିଲ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri