Posted inଜାତୀୟ

୩ଶହ ଟନର ବିଶାଳକାୟ ବିଷ୍ଣୁଙ୍କ ପ୍ରତିମା

ବେଙ୍ଗାଲୁରୁ,୫।୬: ବେଙ୍ଗାଲୁରୁର ବିବେକାସ୍ବାମୀ ନଗରରେ ଥିବା କୋଠାନ୍ଦ୍ରମାସ୍ବାମୀ ମନ୍ଦିର ପରିସରରେ ଖୁବ ଶୀଘ୍ର ସ୍ଥାପନ କରାଯିବ ବିଷ୍ଣୁଙ୍କର ବିଶାଳ ପ୍ରତିମା। ମୂର୍ତ୍ତିଟିର ଉଚ୍ଚତା ୬୪ ଫୁଟ ରହିଥିବା ବେଳେ ଏହାର ଲମ୍ବ ୨୬ ଫୁଟ ରହିଛି। ଆଉ ଏହାର ଓଜନ ୩୦୦ ଟନ୍‌ ଥିବା ଜଣାପଡ଼ିଛି। ଏହି ଅଖଣ୍ଡ ମୂର୍ତ୍ତିକୁ ତିଆରି କରିବା ପାଇଁ ୫ ବର୍ଷ ଲାଗିଥିବା ବେଳେ ଏଥିରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ବିଶାଳକାୟ ମୂର୍ତ୍ତିକୁ ତାମିଲନାଡୁର ଥିରୁଭନାମଲାଇ ଜିଲ୍ଲାରେ ତିଆରି କରାଯାଇଛି। ତେବେ ଏହି ମୂର୍ତ୍ତିକୁ ପରିବହନ କରିବା କାଠିକର ପାଠ ହୋଇଥିଲା। ତେବେ ଏତେ ବଡ ମୂର୍ତ୍ତିକୁ ନେବା ପାଇଁ ଅନେକ ଅସୁବିଧା ଉପୁଜିଥିବାରୁ ଏହାକୁ ମନ୍ଦିରକୁ ଆଣିବା ପାଇଁ ୨୪୦ଟି ଚକ ଥିବା ଏକ ସ୍ବତନ୍ତ୍ର ଟ୍ରକ ତିଆରି କରାଯାଇଥିଲା। ଏହି ମୂର୍ତ୍ତଟି ଅତ୍ୟଧିକ ଓଜନ ଥିବାରୁ ଏହାକୁ ମନ୍ଦିର ସମ୍ମୁଖକୁ ଆଣିବା ପାଇଁ ୭ରୁ ୮ ମାସ ଲାଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri