୩୦% ପେନ୍‌ସନ ହ୍ରାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୧୦।୪: ଏମ୍‌ପିମାନଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠି ୨ ବର୍ଷ ପାଇଁ ସ୍ଥଗିତ ରଖି ସେହି ଅର୍ଥକୁ କରୋନା ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଖର୍ଚ୍ଚ କରାଯିବ। ଏଭଳି ନିଷ୍ପତ୍ତି ନିଆଯିବା ପରେ ଏବେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ଅଫିସ୍‌ ସହାୟକ (ପିଅନ)ଙ୍କ ପର୍ଯ୍ୟନ୍ତ ଦିଆଯାଉଥିବା ପେନ୍‌ସନକୁ ସରକାର ୩୦% ହ୍ରାସ କରିପାରନ୍ତି। ରାଜନୈତିକ ନେତୃବୃନ୍ଦଙ୍କ ମଧ୍ୟରେ ଏଭଳି ଗୁରୁତର ଚିନ୍ତାଧାରା ରହିଥିବା ଜଣାପଡ଼ିଛି। ଯଦି ଏହା କାର୍ଯ୍ୟକାରୀ ହୁଏ ତା’ହେଲେ ପୂର୍ବତନ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ରାଜ୍ୟପାଳ ଏବଂ ବର୍ତ୍ତମାନର ଓ ପୂର୍ବତନ ଏମ୍‌ପିମାନେ ଏଥିରେ ଅନ୍ତର୍ଭୁକ୍ତ ହେବେ। ନିୟମିତ ସରକାରୀ କର୍ମଚାରୀଙ୍କ ପାଇଁ ମଧ୍ୟ ପେନ୍‌ସନ ହ୍ରାସ ହେବ। ସେହିପରି ୮୦ବର୍ଷରୁ ଊର୍ଦ୍ଧ୍ୱ ପୂର୍ବତନ କର୍ମଚାରୀଙ୍କ ପେନ୍‌ସନ କାଟିବାକୁ ଚିନ୍ତା କରାଯାଉଥିବା ଜଣାପଡ଼ିଛି। ଆସନ୍ତା ସପ୍ତାହରେ ଏ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri